Posted inଜାତୀୟ

ବଡ଼ ହୃଦୟ ଦେଖାଇଲା ଭାଜପା: ସିନ୍ଧେ

ମୁମ୍ବାଇ,୩୦।୬: ମହାରାଷ୍ଟ୍ରର ରାଜନୀତିରେ ଲାଗିରହିଥିବା ବିବାଦ ଶେଷ ହୋଇଛି। ୧୧ଦିନ ପରେ ଗୁରୁବାର ମହାରାଷ୍ଟ୍ର ରାଜନୀତି ଏକ ବଡ଼ ମୋଡ଼ ନେଇଛି। ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସନ୍ଧ୍ୟା ସାଢ଼େ ୭ଟାରେ ସେ ଶପଥ ନେବେ ବୋଲି ଭାଜପା ବରିଷ୍ଠ ନେତା ଦେବେନ୍ଦ୍ର ଫଡନବିସ୍‌ ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ତେବେ ମହାରାଷ୍ଟ୍ର ବିକାଶ ପାଇଁ ଭାଜପା-ଶିବସେନା ଏକାଠି ହୋଇଛି ବୋଲି ଏକନାଥ ସିନ୍ଧେ ଉକ୍ତ ସମ୍ମିଳନୀରେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଭାଜପା ବଡ଼ ହୃଦୟ ଦେଖାଇଛି। ବଡ଼ ଦଳ ହୋଇ ମଧ୍ୟ ଫଡନବିସ୍‌ ମୁଖ୍ୟମନ୍ତ୍ରୀ ନ ହୋଇ ତାଙ୍କୁ ସୁଯୋଗ ଦେଇଛି ବୋଲି ସିନ୍ଧେ କହିଛନ୍ତି। ଏଥିସହ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏତଦ୍‌ ବ୍ୟତୀତ ବାଲାସାହେବଙ୍କ ବିଚାରକୁ ମଧ୍ୟ ଆଗେଇ ନେବେ ବୋଲି ଏକନାଥ ସିନ୍ଧେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮୦ କିମି ବେଗରେ ଝଡ ପବନ! ସତର୍କତା ଜାରି କଲା IMD, ଓଡ଼ିଶା ସମେତ…

ନୂଆଦିଲ୍ଲୀ,୨୬।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାର ଉତ୍ତର ପ୍ରଦେଶର ବାନ୍ଦା ଏବଂ ବିଦର୍ଭର ବ୍ରହ୍ମପୁରୀରେ ତାପମାତ୍ରା ୪୭ଡିଗ୍ରୀରୁ ଅଧିକ ରହିଥିଲା। ଛତରପୁରର ଖଜୁରାହୋରେ ୪୭.୨…

ମୋଦିଙ୍କ ଶାସନ କ୍ଷମତାକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ରାହୁଲ!

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦିଙ୍କ ଆସନ୍ନ ବିଦାୟ ସମ୍ପର୍କରେ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦାବିକୁ ନେଇ…

ମୋଦିଙ୍କ କାର୍ଯ୍ୟକାଳକୁ ପୂରିଲା ୧୨ ବର୍ଷ, ୨୦୧୪ ବିଜୟ ପରେ ପ୍ରଧାନମନ୍ତ୍ରୀ କଣ କହିଥିଲେ ଜାଣନ୍ତୁ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ  ମେ ୨୬ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଦିନ । ଆଜି ସେ ଭାରତର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବାର ୧୨…

‘ଆମେରିକାକୁ ୟୁରାନିୟମ ହସ୍ତାନ୍ତର କର, ନଚେତ…’ ଶାନ୍ତି ଆଲୋଚନା ମଧ୍ୟରେ ଇରାନକୁ କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଚୁକ୍ତି ହୋଇନାହିଁ। ଆମେରିକା ଯେକୌଣସି ମୂଲ୍ୟରେ ଇରାନର ସମୃଦ୍ଧ ୟୁରାନିୟମ ଭଣ୍ଡାର ହାସଲ…

ମୁଁ ରୁହେ କି ରୁହେ….ଭକ୍ତଙ୍କୁ ଭାବବିହ୍ବଳ ମେସେଜ୍‌ ଦେଲେ ପ୍ରେମାନନ୍ଦ ମହାରାଜ

ଲକ୍ଷ୍ନୌ,୨୬।୫:ଗତ କିଛି ଦିନ ଧରି ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଚିନ୍ତିତ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିର ଖବର ଆସିଛି। ତାଙ୍କ…

ଇରାନ-ଆମେରିକା ଚୁକ୍ତିରୁ ବାଦ ପଡ଼ିଲା ପାକିସ୍ତାନ! ନୂତନ ମୁସଲିମ ରାଷ୍ଟ୍ରର ହେଲା ଏଣ୍ଟ୍ରି

ତେହରାନ,୨୬।୫: କତାରର ରାଜଧାନୀ ଦୋହାରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଏବେ ଏକ ପ୍ରମୁଖ ଚୁକ୍ତିନାମା ଆଡ଼କୁ ଗତି କରୁଥିବା ପରି ମନେ…

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

ପଦ୍ମଶ୍ରୀ ଗ୍ରହଣ କରିବାକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ଦଣ୍ଡବତ କଲେ ସିଲାମ୍ବମ ଗୁରୁ, ଭାବପ୍ରବଣ ମୁହୂର୍ତ୍ତର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୫: ସୋମବାର (୨୫ ମଇ) ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri