ଛତ୍ରପୁରରୁ ଶକ୍ତି ପ୍ରଦର୍ଶନ କଲା ଭାଜପା

ଛତ୍ରପୁର,୬ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହେଡ୍‌କ୍ୱାର୍ଟର ଛତ୍ରପୁରଠାରେ ଭାଜପା ପକ୍ଷରୁ ଶକ୍ତି ପ୍ରଦର୍ଶନ କରାଯାଇଛି। ଏଥିରେ ବ୍ରହ୍ମପୁର ଏମ୍‌ପି ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ, ଚଳଚ୍ଚିତ୍ର ଅଭିନେତା ତଥା ଭାଜପା ନେତା ଅରିନ୍ଦମ ରାୟ ଏବଂ ଛତ୍ରପୁର ବିଧାୟକ ଭାଜପା ପ୍ରାର୍ଥୀ କୃଷ୍ଣ ଚନ୍ଦ୍ର ନାୟକଙ୍କ ସମେତ ଭାଜପା ନେତା ଓ କର୍ମୀ ଛତ୍ରପୁରରେ ଅନୁଷ୍ଠିତ ଏକ ବାଇକ୍‌ ରାଲିରେ ସାମିଲ ହୋଇଥିଲେ। ଓଡ଼ିଶାରେ ଅରେଞ୍ଜ ରିଭଲ୍ୟୁସନ ଆସିବ ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲାରୁ ଆରମ୍ଭ ହେବ ବୋଲି ଭାଜପା ନେତା ପ୍ରଦୀପ ପାଣିଗ୍ରାହୀ ଏଠାରେ ଖବରଦାତାଙ୍କୁ କହିଛନ୍ତି। ଏଥିସହ ସୁନାମି ଲହଡ଼ି ଆସିବ ଏଥିରେ ପଦ୍ମ ଫୁଟିବ ଏବଂ ଶଙ୍ଖ ହଟିବ ବୋଲି ସେ ଦୃଢ଼ୋକ୍ତି ବାଢ଼ିଛନ୍ତି। ଅଭିନେନା ତଥା ଭାଜପା ନେତା ଅରିନ୍ଦମ କହିଛନ୍ତି, ଡବଲ ଇଞ୍ଜିନ ସରକାର ନେଇ ସମସ୍ତେ ସଙ୍କଳ୍ପ କରିଛନ୍ତି। ଓଡ଼ିଶାରେ ପରିବର୍ତ୍ତନ ଦରକାର ଏବଂ ସମସ୍ତେ ଚାହୁଁଛନ୍ତି। ଏହି ରାଲି ହିଁ ଶୁଭ ଶଙ୍କେତ ଦେଇଥିବା ଅରିନ୍ଦମ କହିଥିଲେ। ଜିଲା ଭାଜପା ସଭାପତି ସୁବାସ ସାହୁ କହିଛନ୍ତି, ଗଞ୍ଜାମ ଜିଲାର ୨ ବ୍ରହ୍ମପୁର ଓ ଆସିକା ଏମ୍‌ପି ଆସନ ଏବଂ ୮ରୁ ୧୦ ବିଧାସନଭା ଆସନ ଭାଜପା ହାତେଇବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri