କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ସୋମବାର ସକାଳ ୧୦ରେ ବୁଡ଼ାଗୁଡ଼ା ଗ୍ରାମଦେବୀଙ୍କ ପାଖରେ ଭାଜପାର ସମସ୍ତ କର୍ମକର୍ତ୍ତା ପୂଜାର୍ଚ୍ଚନା କରିବା ପରେ ଏକ ବାଇକ୍‌ ଶୋଭାଯାତ୍ରାରେ ବାହାରି କ୍ରିଷ୍ଣାପାତ୍ରଗୁଡ଼ା, ନାରାୟଣପୁର, ସୀତାପୁର ହୋଇ କଲ୍ୟାଣସିଂହପୁରଠାରେ ପହଞ୍ଚତ୍ଥିଲେ। କଲ୍ୟାଣସିଂହପୁର ଟାଉନ ପରିକ୍ରମାକରି ପଡ଼େଇକାନିରେ ହେଉଥିବା ସଭାସ୍ଥଳରେ ପହଞ୍ଚତ୍ଥିଲେ। କାର୍ଯ୍ୟକ୍ରମରେ ଭାଜପା ଜିଲା ସମ୍ପାଦକ ଗୁଡୁଲା ସନ୍ଦୀପ, ରାମରାଓ କାଡ୍ରାକା, କୃଷ୍ଣ ସାମଲ, ଡି. ଶିବ ଆଚାରୀ, ଜି.କିରଣ କୁମାର, ନିରଞ୍ଜନ ମହାନନ୍ଦିଆ, ସନ୍ତୋଷ କୁମାର ବଛା , ସମେଶ୍ୱର କୌଶଲ୍ୟା, ପରମେଶ୍ୱର ପୂଜାରୀ, କାମାକ୍ଷା ପ୍ରସାଦ ପାଢ଼ୀ, କାମେଶ୍ୱର କରକରିଆଙ୍କ ସହ କଲ୍ୟାଣସିଂହପୁର ଭାଜପାର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?