ଭାଜପାରେ ମୋତେ ସାଇଡ୍‌ଲାଇନ କରାଯାଉଛି: ଜୟନାରାୟଣ

ଭୁବନେଶ୍ୱର,୩୦।୧୧: ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ସେ ଭାଜପାରୁ ସାଇଡ୍‌ଲାଇନ ହୋଇ ରହିଥିବା କହିଛନ୍ତି।

ଏବିଭିପିରୁ ତଡ଼ା ଖାଇଥିଲି, ଭାଜପାରୁ ମଧ୍ୟ ତଡ଼ା ଖାଉଛି। ସମୀର ଦେଙ୍କ ଜୀବନରେ ଯାହା ଘଟିଥିଲା, ଏବେ ମୋ’ ସହ ଘଟୁଛି। ସମୀରଙ୍କୁ ଦଳ ଯେତିକି ଗୁରୁତ୍ୱ ଦେବା କଥା ଦେଇନାହିଁ। ତାଙ୍କ ବିରୋଧରେ ବାରମ୍ବାର ଲୋକ ଲଗାଯାଇଛି। ମୋ ବିରୋଧରେ ଆଜି ମଧ୍ୟ ଲୋକ ଲଗାଯାଇଛି ବୋଲି ଜୟନାରାୟଣ କହିଛନ୍ତି। ଅନ୍ୟପକ୍ଷରେ ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ଭାଜପା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri