Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଚା’ ବିକୁଥିବା AI ଭିଡିଓ ଉପରେ ଭାଜପା ଖପ୍ପା, କହିଲା, ଜନତା କେବେ ବି…

ନୂଆଦିଲ୍ଲୀ,୩ା୧୨: ଏକ ଭାଇରାଲ ଏଆଇ-ଜେନେରେଟେଡ ଭିଡିଓ କଂଗ୍ରେସ ଏବଂ ଭାଜପା ମଧ୍ୟରେ ନୂଆ ବିବାଦ ସୃଷ୍ଟି କରିଛି। ଭିଡିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରେଡ୍‌-କାରପେଟରେ ଚା’ ବିକୁଥିବାର ଦେଖାଯାଇଛି। କଂଗ୍ରେସ ନେତା ରାଗିଣୀ ନାୟକ ଏହାକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରି ଲେଖିଛନ୍ତି, ‘ଏବେ ଏହା କିଏ କଲା? ଭିଡିଓ ସାମ୍ନାକୁ ଆସିବାର କିଛି ସମୟ ପରେ, ଭାଜପା କଂଗ୍ରେସ ଉପରେ ଆକ୍ରମଣ କରି ଏହାକୁ ପ୍ରଧାନମନ୍ତ୍ରୀଙ୍କ ଅପମାନ ବୋଲି କହିଛି।

ଭିଡିଓରେ ପ୍ରଧାନମନ୍ତ୍ରୀ ହାଲୁକା ନୀଳ କୋଟ୍‌ ଏବଂ କଳା ପ୍ୟାଣ୍ଟ ପିନ୍ଧି ଏକ କେଟଲି ଏବଂ ଏକ ଗ୍ଲାସ ଚା’ ଧରିଥିବା ଦେଖାଯାଇଛି। ବ୍ୟାକ୍‌ଗ୍ରାଉଣ୍ଡରେ ଅନ୍ତର୍ଜାତୀୟ ପତାକା ଏବଂ ଭାରତୀୟ ପତାକା ପ୍ରଦର୍ଶିତ ହୋଇଛି। ଭିଡିଓଟି ଏଆଇ-ଜେନେରେଟେଡ ବୋଲି କୁହାଯାଉଛି। ଭାଜପା ମୁଖପାତ୍ର ଶେହଜାଦ ପୁନାଓ୍ବାଲା ଭିଡିଓର କଡ଼ା ସମାଲୋଚନା କରି କହିଛନ୍ତି, ‘ରେଣୁକା ଚୌଧୁରୀ ସଂସଦ ଏବଂ ସେନାକୁ ଅପମାନ କରିବା ପରେ, ଏବେ ରାଗିଣୀ ନାୟକ ମୋଦିଙ୍କ  ଚା’ ବାଲା ବ୍ୟାକ୍‌ଗ୍ରାଉଣ୍ଡକୁ ଉପହାସ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓବିସିି କମ୍ୟୁନିଟିର ଜଣେ ପରିଶ୍ରମୀ ପ୍ରଧାନମନ୍ତ୍ରୀଙ୍କୁ ଗ୍ରହଣ କରିବାକୁ ଅସମର୍ଥ।

ପୁନାଓ୍ବାଲା ଅଭିଯୋଗ କରିଛନ୍ତି ଯେ, ସେ ୧୫୦ରୁ ଅଧିକ ଥର ମୋଦିଙ୍କୁ ଅପମାନ କରିଛନ୍ତି। ତାଙ୍କ ମାଆଙ୍କୁ ମଧ୍ୟ ଟାର୍ଗେଟ କରାଯାଇଥିଲା। ଦେଶ ଏହାକୁ କେବେ କ୍ଷମା କରିବ ନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri