ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।ଘୋଷିତ ତାଲିକା ଅନୁଯାୟୀ, ମୋଟ ୭୨ ଜଣଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ନିୟୁକ୍ତ କରାଯାଇଥିବା ବେଳେ, ୩୮ ଜଣଙ୍କୁ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ୨୩ ଜଣଙ୍କୁ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ଆନନ୍ଦପୁରରୁ ମହେଶ୍ୱର ସାହୁଙ୍କୁ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ତାଙ୍କର ଏହି ନିଯୁକ୍ତିକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିରଲହରୀ ଖେଳିଯାଇଛି। ତାଙ୍କୁ ବିଭିନ୍ନ ମହଳରୁ ପ୍ରଶଂସାର ସୁଅ ଛୁଟୁଛି। ଦଳର ସଂଗଠନକୁ ଆହୁରି ମଜବୁତ କରିବା ଓ ତଳସ୍ତରରେ କାର୍ଯ୍ୟକଳାପକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ତାଲିକା ପ୍ରକାଶ କରାଯାଇଥିବା ବୋଲି ଦଳ ପକ୍ଷରୁ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ରବିବାର ପ୍ରସିଦ୍ଧ ଭାରତୀୟ ସଙ୍ଗୀତ ଗାୟିକା ଆଶା ଭୋସଲେଙ୍କ ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri