Posted inଜାତୀୟ

ଭାଜପା ରାଜ୍ୟ ସରକାର ଡବଲ ୱାଶିଂ ମେଶିନ ଛଡା ଆଉ କିଛି ନୁହଁନ୍ତି : ଜୟରାମ ରମେଶ…

ନୂଆଦିଲ୍ଲୀ,୭।୩ : ମଙ୍ଗଳବାର କଂଗ୍ରେସ ୱାଶିଂ ପାଉଡର ଥିବା ଏକ ବିଜ୍ଞାପନକୁ ନେଇ ଭାଜପାକୁ କଡ଼ା ସମାଲୋଚନା କରିଛି। ସେ କଂଗ୍ରେସ ମହାସଚିବ ଜୟରାମ ରମେଶ କହିଛନ୍ତି ଭାଜପାର ରାଜ୍ୟ ସରକାର ଡବଲ ୱାଶିଂ ମେଶିନ ସିଷ୍ଟମ ଛଡା ଆଉ କିଛି ନୁହେଁ । ଯାହାଦ୍ୱାରା ଅତୀତର ପାପ ଧୋଇ ହୋଇଯାଏ।

ୱାଶିଂ ପାଉଡର ବିଜ୍ଞାପନର ଏକ ଗ୍ରାଫିକ ଟୱିଟରରେ ପୋଷ୍ଟ କରିଛନ୍ତି, ଯେଉଁଥିରେ କ୍ୟାପଶନରେ କୁହାଯାଇଛି ଯେ ଭାଜପା ଧଳା ହୋଇଯାଇଛି। ଦଳର କଳଙ୍କିତ ନେତା ନିଜର ପାପ ଧୋଇ ସଫା ହୋଇ ଧଳା ହୋଇଯାଇଛନ୍ତି।

କଂଗ୍ରେସର ଏହି ସମାଲୋଚନା ଏପରି ଏକ ସମୟରେ କରାଯାଇଛି ଯେତେବେଳେ ଉତ୍ତର-ପୂର୍ବରେ ତିନିଟି ରାଜ୍ୟରେ ସରକାର ଶପଥ ଗ୍ରହଣ କରିବା ଧାରା ଜାରି ରହିଛି। ଏଥି ମଧ୍ୟରେ ଏନପିପି ମୁଖ୍ୟ କୋନରାଡ ସାଙ୍ଗମାଙ୍କ ନେତୃତ୍ୱରେ ମେଘାଳୟ ସରକାର ଅନ୍ତର୍ଭୁକ୍ତ। ମେଘାଳୟର ସାଙ୍ଗମା ନେତୃତ୍ୱାଧୀନ ସରକାରକୁ ଭାଜପା ସମର୍ଥନ କରୁଛି। ଏହାକୁ ନେଇ କଂଗ୍ରେସ କହିଛି ଯେ କିଛି ଦିନ ପୂର୍ବରୁ ଭାଜପାର ସର୍ବୋଚ୍ଚ ନେତୃତ୍ୱ ସେମାନଙ୍କ ସରକାରକୁ ସବୁଠାରୁ ଦୁର୍ନୀତିଗ୍ରସ୍ତ ବୋଲି କହିଥିଲେ ଏବଂ ବର୍ତ୍ତମାନ ଭାଜପା କ୍ଷମତା ଲୋଭରେ ସେମାନଙ୍କ ସହ ହାତ ମିଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri