ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ ହୋଇଥିବା ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ କହିଛନ୍ତି, ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେବାରୁ ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ୍‌ ଆସିଛି। ସେ ସୁସ୍ଥ ଥିବା କହିଛନ୍ତି।

ଏଥିସହିତ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ସହ କୋଭିଡ୍‌ ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଛନ୍ତି। ସେ ହସ୍ପିଟାଲରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଅଛନ୍ତି ଅଲି ଖାମନେଇ? ଇସ୍ରାଏଲ-ଆମେରିକା ବୋମା ବର୍ଷା ଭିତରେ କେମିତି ଅଛନ୍ତି ଇରାନର ସୁପ୍ରିମ ଲିଡର

ତେହରାନ,୨୮।୨: ଇସ୍ରାଏଲ ଏବଂ ଆମେରିକା ଇରାନ ବିରୁଦ୍ଧରେ ଯୁଦ୍ଧ ଡାକ ଦେଇଛନ୍ତି। ତେହେରାନ ଏବଂ ଇରାନର ଅନ୍ୟ ଅନେକ ସହରରେ ବିସ୍ଫୋରଣ ଶୁଣାଯାଇଛି। ଇରାନର ରାଜଧାନୀ ଉପରେ…

ଯୌନଶୋଷଣ ନିରୋଧ ଆଇନ ସଚେତନତା

ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ…

ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ…

ସୁନାରେଟ୍‌ରେ ବଡ଼ ବିସ୍ଫୋରଣ! ଯୁଦ୍ଧ ଭିତରେ ୨୩ହଜାର ବଢିଯିବ ଦର

ନୂଆଦିଲ୍ଲୀ,୨୮।୨: ଆମେରିକା ଇରାନ ଉପରେ ଆକ୍ରମଣ କରିଛି। ଏହି ସମୟରେ, ଇସ୍ରାଏଲ ମଧ୍ୟ ମଧ୍ୟପ୍ରାଚ୍ୟ ଦେଶ ବିରୋଧରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଇରାନ ଆକ୍ରମଣ କରି ପ୍ରତିଶୋଧ…

ଥାଲାପତି ବିଜୟ ହେବେ ମୁଖ୍ୟମନ୍ତ୍ରୀ…ଛାଡପତ୍ର ବିବାଦ ଭିତରେ ଆସିଲା ବଡ଼ ଖବର!

ମୁମ୍ୱାଇ: ତାମିଲ ସିନେମାର ସୁପରଷ୍ଟାର ଥାଲାପତି ବିଜୟ ବର୍ତ୍ତମାନ ବିବାଦରେ ଘେରି ରହିଛନ୍ତି। ତାଙ୍କର ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ସବୁବେଳେ ଖବରର ଶିରୋନାମା ପାଲଟିଛି। ପ୍ରଥମେ,…

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ…

କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି।…

ଏହି ଅଭିନେତ୍ରୀଙ୍କ ଯୋଗୁ ଭାଙ୍ଗିଗଲା ଥଲାପତି ବିଜୟଙ୍କ ଘର: ବଢୁଛି ଚର୍ଚ୍ଚା

ତାମିଲ ସୁପରଷ୍ଟାର ଥଲାପତି ବିଜୟଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାର ପରିସରକୁ ଆସିଛି। ତାଙ୍କ ସ୍ତ୍ରୀ ସଙ୍ଗୀତା ସୋର୍ନାଲିଙ୍ଗମ ଅଭିନେତାଙ୍କ ଠାରୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଚେଙ୍ଗାଲପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri