Posted inଜାତୀୟ

ରାହୁଲଙ୍କୁ ପ୍ରତିମାସରେ ମିଳୁଛି ୧୦ ଲକ୍ଷ, ହିଡେନ୍‌ବର୍ଗ ରିପୋର୍ଟକୁ ନେଇ କହିଲେ ମୁଁ କିଛି…

ନୂଆଦିଲ୍ଲୀ, ୧୪।୦୮: ଆମେରିକାର ସର୍ଟ ସେଲିଂ ସଂସ୍ଥା ହିଡେନ୍‌ବର୍ଗର ରିପୋର୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ବିପକ୍ଷ ଦଳ ଘେରିଛି । ମଙ୍ଗଳବାର ରାହୁଲ ଗାନ୍ଧି ଏନେଇ କହିଥିଲେ ଯେ ଏହା ଏକ ଗମ୍ଭୀର ମାମଲା । ଏବେ ସେ ଏ ବିଷୟରେ କିଛି କହିବେ ନାହିଁ । ଏହି ମୁଦ୍ଦାକୁ ନେଇ ସେ ସାମ଼୍ବିଦିକ ସମ୍ମିଳନୀ କରିବେ । ଶନିବାର ରିପୋର୍ଟ ପ୍ରକାଶ ପାଇବା ପର ଠାରୁ ସେ ସରକାରଙ୍କୁ ଟାର୍ଗେଟ୍‌ ଜାରି ରଖିଛନ୍ତି । ଏକ ଭିଡିଓ ଜାରିକରି ସେ ନିବେଶକଙ୍କୁ କହିଛନ୍ତି ଯେ ସେୟାର ବଜାର ଉପରେ ନଜର ରଖିବା ପାଇଁ ସେବି ରହିଛି । ହେଲେ ସେବି ମଧ୍ୟ ସେମାନଙ୍କ ସହିତ ମିଶିଯାଇଛି । ଆଜି ସେବି ପ୍ରଶ୍ନ ଘେରକୁ ଆସିଛି ବୋଲି ସେ ଏହି ଭିଡିଓରେ କହିଛନ୍ତି।

ତେବେ ଏହାରି ମଧ୍ୟରେ ସେୟାର ବଜାରରେ ନିବେଶ ନେଇ ମଧ୍ୟ ରାହୁଲ ଗାନ୍ଧିଙ୍କ ଉପରେ ପ୍ରଶ୍ନ ଉଠିଛି । ଏକ ରିପୋର୍ଟ ମୁତାବିକ ରାହୁଲ ଗତ ୫ ମାସ ମଧ୍ୟରେ ୪୬ ଲକ୍ଷ ଟଙ୍କା ରୋଜଗାର କରିଛନ୍ତି । ମାସିକ ପାଖାପାଖି ୧୦ ଲକ୍ଷ ଟଙ୍କା ସେ ସେୟାର ବଜାରରୁ ରୋଜଗାର କରୁଛନ୍ତି। ଅନ୍ୟପଟେ ଏହି ପ୍ରଶ୍ନକୁ ନେଇ କଂଗ୍ରେସ ନେତା ରାଜୀବ ଶୁକ୍ଲା କହିଛନ୍ତି ଯେ, ଭାଜପା କୌଣସି କଥାକୁ ବି ନେଇ ଅଭିଯୋଗ ଆଣୁଛି । ଷ୍ଟକ୍‌ରେ ଟଙ୍କା ନିବେଶ କରିବା ଅଲଗା କଥା ଆଉ ହିଡେନ୍‌ବର୍ଗର ମାମଲା ଅଲଗା କଥା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri