Posted inଜାତୀୟ

ଲୋକଙ୍କୁ ଡରାଉଛନ୍ତି କେଜରିଓ୍ବାଲ୍‌ ସରକାର: ଭାଜପା

ନୂଆଦିଲ୍ଲୀ,୨୦।୯: କରୋନା ସଂକ୍ରମଣକୁ ରୋକିବାରେ ବିଫଳ ହୋଇଥିବା କେଜରିଓ୍ବାଲ୍‌ ସରକାର ଲୋକଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ଆଦେଶ ଗୁପ୍ତା ଅଭିଯୋଗ କରିଛନ୍ତି। ଦିଲ୍ଲୀରେ କରୋନାର ଗୋଷ୍ଠୀ ସଂକ୍ରମଣ ହେବାର ଆଶଙ୍କା କରିଥିଲେଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ। ଏଭଳି ଆଶଙ୍କାକୁ ଗୁପ୍ତା ନିନ୍ଦା କରି କହିଛନ୍ତି ଯେ କେଜରିଓ୍ବାଲ୍‌ ସରକାର ପୁଣି ଥରେ ନିଜ ବିଫଳତାକୁ ଲୁଚାଇବା ପାଇଁ ଭୟର ବାତାବରଣ ସୃଷ୍ଟି କରିବାକୁ ଚାହୁଁଛନ୍ତି। ଲୋକଙ୍କୁ ଭୟଭୀତ ନକରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ଦିଲ୍ଲୀରେ ପ୍ରତିଦିନ ୪ ହଜାରରୁ ଅଧିକ କରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ବିରୋଧୀ ପୋଷ୍ଟର, ୧୦୦ ମାମଲା ରୁଜୁ ,୬ ଗିରଫ…

ନୂଆଦିଲ୍ଲୀ,୨୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟର ଲଗାଇବା ନେଇ ଦିଲ୍ଲୀ ପୋଲିସ ୧୦୦ ଟି ଏଫଆଇଆର ପଞ୍ଜିକରଣ କରିଥିବାବେଳେ ଏହି ମାମଲାରେ...

ମୋଦି ଚାହାନ୍ତି ‘ସର୍ଭିଲାନ୍ସ ଷ୍ଟେଟ୍‌’

କୋଲକାତା,୨୨ା୭(ପି.ଟି.): କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାର ଏକ ‘ସର୍ଭିଲାନ୍ସ ଷ୍ଟେଟ୍‌’ ପ୍ରତିଷ୍ଠା କରିବାକୁ ଉଦ୍ୟମ ଚଳାଇଛନ୍ତି। ତେଣୁ ଏକଚ୍ଛତ୍ରବାଦୀ ଭାଜପା ସରକାରକୁ କ୍ଷମତାଚ୍ୟୁତ କରିବା ଲାଗି...

ଭାରତ ମହାସାଗର ଉପରେ ସତର୍କଦୃଷ୍ଟି

ନୂଆଦିଲ୍ଲୀ,୩୦ା୬: ଭାରତ ମହାସାଗରୀୟ ଅଞ୍ଚଳଗୁଡ଼ିକରେ ସତର୍କଦୃଷ୍ଟି ରଖିଛି ଭାରତୀୟ ନୌସେନା। ପୂର୍ବ ଲଦାଖର ଗଲଓ୍ବାନ୍‌ ଉପତ୍ୟକାରେ ଚାଇନା ସେନା ସହ ରକ୍ତାକ୍ତ ସଂଘର୍ଷ ଓ ୨୦...

ଶିବସେନା ପାଇଁ ବୁମେରାଂ ସାଜିଲା ୫୦-୫୦ ଫର୍ମୂଲା

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଭାଜପା ସହିତ ମିଶି ସରକାର ଗଠନ ପାଇଁ ଶିବସେନା ପକ୍ଷରୁ ୫୦-୫୦ ଫର୍ମୂଲା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏବେ ଏହା ଶିବସେନା ଲାଗି...

ଗଗନୟାନ ମିଶନ: ବ୍ୟୋମମିତ୍ରା ମାନବ ରୋବୋର ଭିଡ଼ିଓ ଜାରି କଲା ଇସ୍ରୋ

ବେଙ୍ଗାଲୁରୁ,୨୨।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ ୨୦୨୨ରେ ଗଗନୟାନ ମିଶନ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏହା ପୂର୍ବରୁ ମାନବ ରୋବୋ ବ୍ୟୋମମିତ୍ରାକୁ...

କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଲେ ମାଲିକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଲୋକେ କଲେ ପ୍ରଶଂସା

ଚେନ୍ନାଇ,୮।୧: ଏବେ ସୋସିଆଲ୍‌ ମିଡ଼ିଆରେ କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଥିବା ଜଣେ ମାଲିକଙ୍କ ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାର ତାମିଲନାଡୁର...

ସୀମାରେ ପାକିସ୍ତାନୀ ଡ୍ରୋନ୍‌

ଫିରୋଜପୁର,୧୪।୧: ପଞ୍ଜାବର ଭାରତ-ପାକିସ୍ତାନ ସୀମାରେ ପୁଣିଥରେ ଏକ ପାକିସ୍ତାନୀ ଡ୍ରୋନ୍‌ ସୋମବାର ରାତିରେ ଦେଖାଯାଇଥିବା ସୂଚନା ମିଳିଛି। ସୀମାରେ ମୁତୟନ ଥିବା ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ)ର...

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪ା୧: ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା...

Advertisement
Archives

Model This Week