ଭାଜପା ଟାର୍ଗେଟରେ ୭ ବ୍ଲକର ଅଧ୍ୟକ୍ଷା-ଅଧ୍ୟକ୍ଷ ପଦବୀ: ଅଜ୍ଞାତବାସରେ ୫୦ରୁ ଊର୍ଦ୍ଧ୍ୱ ସରପଞ୍ଚ, ସମିତି ସଭ୍ୟ

ଢେଙ୍କାନାଳ,୬ା୧୧(ରତନ ନାୟାର):ଢେଙ୍କାନାଳରେ ଭାଜପା ଟାର୍ଗେଟରେ ୭ଟି ବ୍ଲକର ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀ ା ନିର୍ବାଚନ ପରେ ରାଜ୍ୟରେ ଭାଜପା ସରକାର ଆସିବା ପରେ ବର୍ତ୍ତମାନ ଜିଲାରେ ବ୍ଲକ ତଥା ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ପଦବୀରେ ରହିଥିବା ବିଜେଡି ସମର୍ଥିତ ଅଧ୍ୟକ୍ଷା ଅଧ୍ୟକ୍ଷଙ୍କୁ ହଟାଇବା ନିମନ୍ତେ ରଣନୀତି ଆରମ୍ଭ ହୋଇଛି ା ଗତ କିଛିଦିନ ତଳେ ଗଁଦିଆ ବ୍ଲକର ବିଜେଡି ସମର୍ଥିତ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ ନିଜର ସମର୍ଥକ ସମିତି ସଭ୍ୟାସଭ୍ୟ ଓ ସରପଞ୍ଚମାନଙ୍କ ସହ ଭାଜପାରେ ମିଶିଥିଲେ ା ଏହାପରେ ବର୍ତ୍ତମାନ ସଦର ବ୍ଲକ ଅଧ୍ୟକ୍ଷ ପଦବୀ ଉପରେ ଭାଜପାର ରଣନୀତି ଆରମ୍ଭ ହୋଇଛି ା ଏହାକୁ ନେଇ ଭାଜପା-ବିଜେଡି ମଧ୍ୟରେ ଏକ ପ୍ରକାର ଛକାପଞ୍ଝା ଆରମ୍ଭ ହୋଇଛି ା ମଙ୍ଗଳବାର ସଦର ବ୍ଲକର ୩୦ଟି ପଞ୍ଚାୟତ ମଧ୍ୟରୁ ୫୦ରୁ ଊର୍ଦ୍ଧ୍ୱ ସରପଞ୍ଚ, ସମିତି ସଭ୍ୟାସଭ୍ୟ ଅଜ୍ଞାତବାସରେ ଯାଇଥିବା ଜଣାପଡିଛି ା ଏହାକୁ ନେଇ ରାଜନୈତିକ ବାତାବରଣ ବେଶ୍‌ ସରଗରମ ହୋଇଛି ା
ଢେଙ୍କାନାଳ ଜିଲାରେ ପରଜଙ୍ଗ ବ୍ଲକକୁ ଛାଡ଼ିଦେଲେ ଅନ୍ୟ ୭ଟି ବ୍ଲକରେ ବିଜେଡି ସମର୍ଥିତ ପଞ୍ଚାୟତ ସମିତି ଅଧ୍ୟକ୍ଷା ଅଧ୍ୟକ୍ଷ ରହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri