Posted inଜାତୀୟ

ଭାଜପା, ଟିଡିପି, ଜନସେନା ଆସନ ବୁଝାମଣା ଚୂଡ଼ାନ୍ତ

ନୂଆଦିଲ୍ଲୀ,୯ା୩: ଆନ୍ଧ୍ର ପ୍ରଦେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଏବଂ ଅଭିନେତାରୁ ରାଜନେତା ସାଜିଥିବା ପବନ କଲ୍ୟାଣଙ୍କ ଜନସେନା ସହ ଭାଜପା ମେଣ୍ଟ କରିବ। ଏନେଇ ଶୁକ୍ରବାର ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିବା ଜଣାପଡ଼ିଛି। ଲୋକ ସଭା ନିର୍ବାଚନ ସହ ହେବାକୁ ଥିବା ଆନ୍ଧ୍ର ବିଧାନସଭା ନିର୍ବାଚନ ପାଇଁ ଏହି ବୁଝାମଣା ହୋଇଥିବା କୁହାଯାଉଛି। ତଦନୁଯାୟୀ ରାଜ୍ୟର ୬ରୁ ୮ ଲୋକ ସଭା ଏବଂ ୧୦ରୁ ୧୨ ବିଧାନସଭା ଆସନରେ ଭାଜପା ଲଢ଼ିବ। ସେହିପରି ଭାଜପା ନେତୃତ୍ୱାଧୀନ ଏନ୍‌ଡିଏରେ ଥିବା ଜନସେନା ୩ ଲୋକ ସଭା ଓ ୨୪ ବିଧାନସଭା ଆସନରେ ଲଢ଼ିବାକୁ ଥିବାବେଳେ ଅବଶିଷ୍ଟ ଆସନରେ ଟିଡିପି ପ୍ରାର୍ଥୀ ଦେବ। ଶୁକ୍ରବାର ନୂଆଦିଲ୍ଲୀରେ ଭାଜପା ଓ ଟିଡିପି ମଧ୍ୟରେ ଆଲୋଚନାରୁ ଏହା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

‘ଆଉ ବ୍ଲେମ ଗେମ୍‌ ନୁହେଁ…’: ଆମେରିକାର ଆକ୍ରମଣ ପରେ ରାଗିଲାଣି ଇରାନ, କହିଛି ‘ଆମେରିକାର ବିଫଳ ରାଷ୍ଟ୍ରପତି…’

ତେହରାନ,୨୭।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଡ୍ରୋନ ଆକ୍ରମଣ ପରେ, ଆମେରିକା ଅନେକ ଇରାନୀ…

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri