Posted inଜାତୀୟ

ପଞ୍ଜାବରେ ଭାଜପା କରିବ ନାହିଁ ମେଣ୍ଟ

ଚଣ୍ଡିଗଡ଼,୨୬।୩: ପଞ୍ଜାବରେ ଭାଜପା ଏବଂ ଅକାଳୀ ଦଳ (ଏସଏଡି) ମଧ୍ୟରେ ମେଣ୍ଟକୁ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ମଙ୍ଗଳବାର ଭାଜପା ଘୋଷଣା କରିଛି ଯେ ଦଳ ଏକାକି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ପଞ୍ଜାବ ଭାଜପା ସଭାପତି ସୁନୀଲ ଜାଖର ନିଜେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ଜନତା ପାର୍ଟି ଏକାକି ପଞ୍ଜାବର ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି।

ଲୋକଙ୍କ ମତାମତ, ଦଳୀୟ କର୍ମୀଙ୍କ ମତ, ନେତାଙ୍କ ମତକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି, ପଞ୍ଜାବର ସମସ୍ତ କୃଷକ, ପଞ୍ଜାବର ବ୍ୟବସାୟୀ, ସହଯୋଗୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏଠାକାର ଶ୍ରମିକ, ପଞ୍ଜାବର ପଛୁଆ ଶ୍ରେଣୀ ଆଦିଙ୍କ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାଜପା କରିଥିବା କାର୍ଯ୍ୟ କାହାଠାରୁ ଲୁଚି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ଇରାନ ଉପରେ ଏହି ଦିନ ଆକ୍ରମଣ କରିବ ଆମେରିକା, ପୂର୍ବତନ CIA ଅଧିକାରୀ କହିଲେ…

ତେହରାନ,୨୨ା୨: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଟ୍ରମ୍ପଙ୍କ ଧମକ ପରେ ଇରାନ ଏହାର ଜାତିସଂଘ ମିଶନ ମାଧ୍ୟମରେ ଏକ ଚେତାବନୀ ଜାରି କରିଛି,…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri