ଓଡ଼ିଶାରେ ଭାଜପା ୮୦ ବିଧାନସଭା ଆସନରେ ଜିତିବ: ବିଜୟ ପାଲ୍‌ ସିଂ

ଭୁବନେଶ୍ୱର,୧୨।୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଭାଜପା ଏଥର ନିଶ୍ଚିତ ସରକାର ଗଠନ କରିବ। ଏନେଇ ଭାଜପା ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓ ସହ ପ୍ରଭାରୀ ଲତା ଉସେଣ୍ଡି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସୋମବାର ଦଳର ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଭୁବନେଶ୍ୱର ଆସିଥିବା ବିଜୟ ପାଲ ସିଂ ତୋମାର କହିଛନ୍ତି ଯେ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ। ଏଥର ୮୦ରୁ ଅଧିକ ବିଧାୟକ ଜିତିକି ଆସିବେ ଏବଂ ଲୋକ ସଭାରେ ୧୬ରୁ ଅଧିକ ଏମ୍‌ପି ଭାଜପାରୁ ଜିତିବେ। ସେହିପରି ସହ ପ୍ରଭାରୀ ଲତା ଉସେଣ୍ଡି କହିଛନ୍ତି, ଜଗନ୍ନାଥଙ୍କ ଭୂମିରେ ଏଥର ଭାଜପାର ହିଁ ସରକାର ହେବ। ସମଗ୍ର ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ମହିଳାଙ୍କ ବହୁତ ବିକାଶମୂଳକ କାର୍ଯ୍ୟ ହୋଇଛି। ମହିଳାମାନେ ଆମ ସହିତ ଅଛନ୍ତି। ଓଡ଼ିଶାରେ ମଧ୍ୟ ଭାଜପା ସରକାର ଆଣିବାରେ ମହିଳାମାନଙ୍କ ସବୁଠୁ ବଡ଼ ଅବଦାନ ରହିବ। ରାମ ମନ୍ଦିର ପ୍ରଭାବ ଓଡ଼ିଶାରେ ମଧ୍ୟ ପଡ଼ିବ। ଆମେ ଏଠି ଏକାକୀ ସରକାର ଗଢ଼ିବାରେ ସମର୍ଥ ହେବୁ ବୋଲି ଲତା ଉସେଣ୍ଡି କହିଛନ୍ତି। ଉଭୟ ନେତା ରବିବାର ରାଜ୍ୟ କାର୍ଯ୍ୟାଳୟରେ ଶୀର୍ଷ ନେତୃତ୍ୱଙ୍କ ସହ ୱାନ୍‌ ଟୁ ୱାନ୍‌ ଆଲୋଚନା କରିବା ସହ ସୋମବାର ପଦାଧିକାରୀ ବୈଠକରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଗଣତନ୍ତ୍ରରେ ଭୋଟର ତାଲିକା

ଭୋଟର ତାଲିକାର ସ୍ବଚ୍ଛତା ହେଉଛି ଏକ ସୁଦୃଢ଼ ଗଣତନ୍ତ୍ରର ମାନଦଣ୍ଡ। ଭାରତୀୟ ସମ୍ବିଧାନର ଧାରା ୩୨୪(୧) ଅନୁଯାୟୀ, ଦେଶରେ ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବାଚନ ପରିଚାଳଣା ସହ…

ସଫଳ ସାହିତ୍ୟ ସ୍ରଷ୍ଟା

ସୃଷ୍ଟିରେ ଜଣେ ସାରସତ୍ତ୍ୱ ସାଧକ ସାହସର ସହ ସମାଜର ବାସ୍ତବ ଚିତ୍ରକୁ ପ୍ରକାଶ କରିଥାଏ। ସାହିତ୍ୟରେ ଅଙ୍ଗୀକାରବଦ୍ଧତା ରହିଲେ, ତାହା ଯାବତୀୟ ସଂଶୟ ଏବଂ ଯାବତୀୟ ବାଡ଼ଠାରୁ…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri