Posted inଜାତୀୟ

ଭାଜପା-ଟିଆରଏସ୍‌ ପରସ୍ପରକୁ କରୁଛନ୍ତି ସହଯୋଗ, ମୋଦିଙ୍କ ନିର୍ଦ୍ଦେଶ ହେଉଛି କାର୍ଯ୍ୟ: ରାହୁଲ…

ହାଇଦ୍ରାବାଦ,୧।୧୧: କଂଗ୍ରେସର ଭାରତ ଯୋଡୋ ଯାତ୍ରୀ ବର୍ତ୍ତମାନ ତେଲେଙ୍ଗାନାରେ ପହଞ୍ଚିଛି। ମଙ୍ଗଳବାର ହାଇଦ୍ରାବାଦରେ ରାହୁଲ ଗାନ୍ଧୀ ଏହି ଗସ୍ତ ସମୟରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଭାଜପାକୁ ଟାର୍ଗେଟ କରି ରାହୁଲ ଗାନ୍ଧୀ କହିଛନ୍ତି, ଆମର ଯାତ୍ରା ଘୃଣା ଏବଂ ହିଂସା ବିରୁଦ୍ଧରେ ଜାରି ରହିଛି। ଭାଜପା-ଆରଏସଏସ ଘୃଣା ବ୍ୟାପିବା ପାଇଁ କାର୍ଯ୍ୟ କରୁଛନ୍ତି। ସେମାନେ ଭାଇ-ଭାଇଙ୍କ ସହ ଲଢ଼ାଇବା ପାଇଁ କାର୍ଯ୍ୟ କରୁଛନ୍ତି। ଏହା ଦେଶକୁ ଦୁର୍ବଳ କରେ ଶକ୍ତିଶାଳୀ ନୁହେଁ। ଏହି ଯାତ୍ରାକୁ କଯୌଣସି ଶକ୍ତି ବନ୍ଦ କରିପାରିବ ନାହିଁ। ଏହି ଯାତ୍ରା ହେଉଛି ଭାରତର ପ୍ରକୃତ ସ୍ବର।

ରାହୁଲ ଗାନ୍ଧୀ ଆହୁରି କହିଛନ୍ତି, ମୁଁ ଭାବିଲି ଦେଶରେ ପ୍ରଦୂଷଣରେ ଦିଲ୍ଲୀ ଏକ ନମ୍ବର, କିନ୍ତୁ ଦିଲ୍ଲୀ ଅପେକ୍ଷା ହାଇଦ୍ରାବାଦରେ ପ୍ରଦୂଷଣ ଅଧିକ। ଟିଆରଏସ ଲୋକସଭା ଏବଂ ରାଜ୍ୟସଭାରେ ବିଲ ପାସ କରିବାରେ ଭାଜପାକୁ ସାହାଯ୍ୟ କରେ।

ଭାଜପା ଏବଂ ଟିଆରଏସ ଉପରେ ଆକ୍ରମଣ କରି ରାହୁଲ କହିଛନ୍ତି,ଦୁହେଁ ଏକାଠି କାମ କରନ୍ତି। ସେମାନେ କେବଳ ନିର୍ବାଚନ ପୂର୍ବରୁ ଡ୍ରାମା କରନ୍ତି। ପ୍ରଧାନମନ୍ତ୍ରୀ ନରେନଦ୍ର ମୋଦି ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ(କେସିଆର) ଫୋନରେ କଥା ହୁଅନ୍ତି। ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?