Posted inଜାତୀୟ

ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଜାରି କଲା ଭାଜପା

ନୂଆଦିଲ୍ଲୀ,୨୬।୩: ଭାରତୀୟ ଜନତା ପାର୍ଟି ସିକ୍କିମ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହା ସହିତ ୪ଟି ରାଜ୍ୟରେ ଉପ-ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି। ସିକ୍କିମରେ ୯ ଜଣ ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିଛି। ଗୁଜରାଟରେ ୫ଜଣ, ହିମାଚଳ ପ୍ରଦେଶରେ ୬ଜଣ, କର୍ନାଟକରେ ଜଣେ ଏବଂ ପଶ୍ଚିମବଙ୍ଗରେ ୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।

ସିକ୍କିମରେ ପ୍ରାର୍ଥୀଙ୍କ ପ୍ରଥମ ତାଲିକାରେ ଭାଜପା ୧୪ଟି ନାମ ଘୋଷଣା କରିଥିଲା। ବର୍ତ୍ତମାନ ଦ୍ୱିତୀୟ ତାଲିକା ସହିତ ୨୩ଟି ଆସନରେ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଠାରେ ସମୁଦାୟ ୩୨ଟି ବିଧାନସଭା ଆସନ ଏବଂ ୧ଟି ଲୋକ ସଭା ଆସନ ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର

ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ ଏକ୍ସପ୍ରେସ। ଏହି...

ଲିଭ୍‌-ଇନ୍‌ ସମ୍ପର୍କ: ଭାରତୀୟ ସଂସ୍କୃତି ପାଇଁ କଳଙ୍କ

ରାୟପୁର/ପ୍ରୟାଗରାଜ,୯ା୫: ବିଶ୍ୱର ଅନେକ ବିକଶିତ ଓ ବିକାଶଶୀଳ ରାଷ୍ଟ୍ରରେ ଲିଭ୍‌-ଇନ୍‌ ସମ୍ପର୍କକୁ ସାମାଜିକ ସ୍ବୀକୃତି ତଥା ଆଇନଗତ ବୈଧତା ମିଳିଥିବାବେଳେ ଭାରତରେ ଏବେ ମଧ୍ୟ ଏହା...

ନଡ୍ଡାଙ୍କୁ ସମନ

ବେଙ୍ଗାଲୁରୁ, ୯।୫ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌...

ତିହାର ଜେଲରେ କେଜ୍‌ରିଓ୍ବାଲଙ୍କ ଅଫିସ୍‌ ଦାବି: ଆବେଦନକାରୀଙ୍କୁ ଲକ୍ଷେ ଜରିମାନା

ନୂଆଦିଲ୍ଲୀ,୯ା୫ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ...

୧୦ରେ କେଜ୍‌ରିଓ୍ବାଲଙ୍କୁ ମିଳିପାରେ ଜାମିନ

ନୂଆଦିଲ୍ଲୀ, ୯ା୫: ଦିଲ୍ଲୀ ଅବକାରୀ ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଶୁକ୍ରବାର ଜାମିନ...

ନଡ୍ଡା, ମାଲବ୍ୟଙ୍କୁ ବେଙ୍ଗାଲୁରୁ ପୋଲିସର ସମନ

ବେଙ୍ଗାଲୁରୁ, ୮।୫: ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି...

ବିବାଦ ପରେ କଂଗ୍ରେସ ବିଦେଶ ମୁଖ୍ୟ ପଦରୁ ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ନୂଆଦିଲ୍ଲୀ,୮ା୫: କଂଗ୍ରେସ ନେତା ସାମ୍ ପିଟ୍ରୋଡା ଭାରତୀୟ କଂଗ୍ରେସର ବିଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଦଳ ମଧ୍ୟ ତାଙ୍କର ଏହି ଇସ୍ତଫା ଗ୍ରହଣ କରିଛି।ଏହି...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri