Posted inଜାତୀୟ

ମହାରାଷ୍ଟ୍ରକୁ ଭାଙ୍ଗିବାକୁ ଚାହୁଁଛି ଭାଜପା: ଉଦ୍ଧବ

ମୁମ୍ବାଇ,୭।୭: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଭାଜପାକୁ ଟାର୍ଗେଟ କରିଛନ୍ତି। ଭାଜପା ଶିବସେନା ଏବଂ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) କୁ ଭାଙ୍ଗି ମହାରାଷ୍ଟ୍ର ଭାଙ୍ଗିବାକୁ ଚାହୁଁଛି ଉଦ୍ଧବ କହିଛନ୍ତି। ଏନସିପିରେ ବିଭାଜନକୁ ନେଇ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ ଠାକରେ କହିଛନ୍ତି, ଭାଜପା ମହାରାଷ୍ଟ୍ର ବିରୋଧୀ। ସେମାନେ ପ୍ରଥମେ ଶିବସେନା ଏବଂ ବର୍ତ୍ତମାନ ଏନସିପି ଭାଙ୍ଗିଥିଲେ। ଏପରି ଭାବେ ସେମାନେ ମହାରାଷ୍ଟ୍ରକୁ ଭାଙ୍ଗିବାକୁ ଚାହାଁନ୍ତି।
ସୂଚନାଯୋଗ୍ୟ, ଅଜିତ ପାୱାର ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ମହାରାଷ୍ଟ୍ର ସରକାରରେ ଉପମୁଖ୍ୟମନ୍ତ୍ରୀ ହେବା ପରେ ଏନସିପି ବିଭାଜିତ ହୋଇଛି। ସେବେଠାରୁ ଏନସିପିର ନେତୃତ୍ୱ ବଜାୟ ରଖିବା ପାଇଁ ଦାଦା ଶରଦ ପାୱାର ଏବଂ ପୁତୁରା ଅଜିତଙ୍କ ମଧ୍ୟରେ ରାଜନୈତିକ ଯୁଦ୍ଧ ଚାଲିଛି। ଅଜିତ ନିଜକୁ ଏନସିପିର ରାଷ୍ଟ୍ରୀୟ ସଭାପତି ଭାବେ ଘୋଷଣା କରିଛନ୍ତି ଏବଂ ନିର୍ବାଚନ ଆୟୋଗରେ ଦଳ ସମ୍ପର୍କରେ ନିଜର ଦାବି ରଖିଛନ୍ତି। ଏଥି ସହ ଶରଦ ପାୱାର ମଧ୍ୟ ନିର୍ବାଚନ ଆୟୋଗର ଦ୍ୱାରସ୍ଥ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri