Posted inଜାତୀୟ

ଦିଲ୍ଲୀ ଜନସାଧାରଣଙ୍କୁ ପାଣିରେ ବୁଡ଼ାଇ ମାରିବାକୁ ଚାହୁଁଛି ଭାଜପା: ଏଏପି…

ନୂଆଦିଲ୍ଲୀ,୧୫।୭ : ଦେଶର ରାଜଧାନୀ ଦିଲ୍ଲୀ ବର୍ତ୍ତମାନ ଯମୁନା ନଦୀ ଦ୍ୱାରା ବିପର୍ଯ୍ୟୟର ଶିକାର ହେଉଛି। ଦିଲ୍ଲୀର ଅଧିକାଂଶ ଅଞ୍ଚଳ ଜଳବନ୍ଦୀ ହୋଇ ରହିଛି। ବର୍ଷା ଓ ବନ୍ୟା ଯୋଗୁଁ ରାଜଧାନୀର ଗତି ସ୍ଥିର ହୋଇଛି। କିନ୍ତୁ, ଆମ ଆଦମୀ ପାର୍ଟି (ଏଏପି) ମଧ୍ୟ ଏହି ବିପର୍ଯ୍ୟୟକୁ ରାଜନୈତିକ କାରଣ ଭାବେ ଦେଖୁଛି। ଏଏପି ଏହାର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ମାଧ୍ୟମରେ ଏକ ଭିଡିଓ ଶେୟାର କରିଛି, ଯେଉଁଥିରେ ଦଳ ଦିଲ୍ଲୀରେ ବନ୍ୟା ପରିସ୍ଥିତିକୁ ନେଇ ଏକ ଷଡଯନ୍ତ୍ର ହୋଇଥିବା ଏବଂ ଏହାକୁ ନେଇ କେନ୍ଦ୍ରରେ ଶାସକ ଭାରତୀୟ ଜନତା ପାର୍ଟି ଉପରେ ଦାୟୀ କରିଛି। ଦିଲ୍ଲୀ ଜନସାଧାରଣଙ୍କୁ ପାଣିରେ ବୁଡ଼ାଇ ମାରିବାକୁ ଭାଜପା ଚାହୁଁଛି ବୋଲି ଏଏପି ଅଭିଯୋଗ ଆଣିଛି

ବାସ୍ତବରେ, ଟୁଇଟରରେ ଏଏପି ଦ୍ୱାରା ଶେୟାର କରାଯାଇଥିବା ଭିଡିଓ ହାଥିନି କୁଣ୍ଡ ନିକଟରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଦ୍ୱାରା କରାଯାଇଥିଲା। ଭିଡିଓରେ କୁହାଯାଇଛି ହାଥିନିକୁଣ୍ଡ ନିକଟରେ ଏକ କେନାଲ ଅଛି, ଯାହା ୟୁପିର ସାହାରନପୁରକୁ ଯାଇଥାଏ, କିନ୍ତୁ ସେହି କେନାଲଟି ସମ୍ପୂର୍ଣ୍ଣ ଶୁଖିଲା ଥିବାବେଳେ ଦିଲ୍ଲୀ ଆଜି ପାଣିରେ ବୁଡ଼ୁଛି ଏବଂ ଏହାର କାରଣ ହେଉଛି ହରିୟାଣାର ସମସ୍ତ ଜଳ ଦିଲ୍ଲୀ ମୁହାଁ ହୋଇଛି। ଭିଡିଓ ଶେୟାର କରି ସିଏମ ଅରବିନ୍ଦ କେଜରିୱାଲଙ୍କ ପାର୍ଟି ଏଭଳି ଲେଖିଛି।

ଏଏପିର ଏହି ଟୁଇଟ ଅନୁଯାୟୀ, ଦିଲ୍ଲୀରେ ବନ୍ୟା ପରିସ୍ଥିତି ଜାଣିଶୁଣି ଅଣାଯାଇଛି, ଯେଉଁ କାରଣରୁ ଦିଲ୍ଲୀରେ ଜରୁରୀକାଳୀନ ପରିସ୍ଥିତି ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?