Posted inଜାତୀୟ

କଳେ ବଳେ କୌଶଳେ କ୍ଷମତା ହାସଲ କରିବାକୁ ଚାହୁଁଛି ଭାଜପା: ପ୍ରିୟଙ୍କା ଚତୁର୍ବେଦୀ…

ମୁମ୍ବାଇ,୨।୭ : ଅଜିତ ପାୱାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାରରେ ଯୋଗଦେବା ପରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ବିଭାଜିତ ହୋଇଛି। ଏନେଇ ଉଦ୍ଧବ ଠାକରେ ଦଳର ଶିବସେନା ରାଜ୍ୟସଭା ଏମପି ପ୍ରିୟଙ୍କା ଚତୁର୍ବେଦୀ ମନ୍ତବ୍ୟ ଦେଇଛନ୍ତି।

ପ୍ରିୟଙ୍କା ଟୁଇଟ କରି ଲେଖିଛନ୍ତି, ଭାଜପା ଦେଶର ଶେଷ ଦଳ, ଯିଏ ଆଦର୍ଶଗତ ବିଷୟରେ ଆଲୋଚନା କରିଥାଏ। କିନ୍ତୁ ଭାଜପା କେବଳ ରାଜନୈତିକ ସୁବିଧାବାଦୀ ନୀତି ପ୍ରୟାସ କରି କଳେ ବଳେ କୌଶଳେ କୌଣସି ମୂଲ୍ୟରେ କେବଳ କ୍ଷମତା ଚାହୁଁଛି। ମହାରାଷ୍ଟ୍ରର ନବୀନତମ ବିକାଶ ସହିତ ଦୁର୍ନୀତିଗ୍ରସ୍ତ ତଥା ଜେଲ ଯାଇଥିବା ବିଧାୟକମାନେ ବର୍ତ୍ତମାନ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରୁଛନ୍ତି। ଏହା ରାଜ୍ୟର ତଥା ଦେଶର ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ। ଏହାର ଜବାବ ଆଗାମୀ ଦିନରେ ସାଧାରଣ ଜନତା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri