Posted inଜାତୀୟ

ଭଗବାନ ଶ୍ରୀରାମଙ୍କ ମାଲିକ ପାଲଟିବାକୁ ଚାହୁଁଛି ଭାଜପା: ସଞ୍ଜୟ ରାଉତଙ୍କ ମନ୍ତବ୍ୟ…

ମୁମ୍ବାଇ,୩୧।୧୨ : ଉଦ୍ଧବ ଠକୁରେଙ୍କ ନେତୃତ୍ୱାଧୀନ ଶିବସେନା ଏମପି ସଞ୍ଜୟ ରାଉତ ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଭଗବାନ ରାମଙ୍କର ଉତ୍ସବ ପାଳନ କରିବା ପାଇଁ କାହାକୁ ଭାଜପାର ନେତୃତ୍ୱର ଦରକାର ନାହିଁ।

ଲାଗୁଛି ଅଯୋଧ୍ୟାରୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଏବଂ ଭାଜପା କାର୍ଯ୍ୟାଳୟ ଚାଲିବ। ଏହା ଏକ ଭଲ କଥା । ପିଏମଓ ଅଯୋଧ୍ୟାକୁ ସ୍ଥାନାନ୍ତରିତ ହେବା ଉଚିତ।

ପ୍ରତ୍ୟେକ ଘରେ ରାମ ଜ୍ୟୋତି ଆଲୋକିତ କରିବା ପାଇଁ ଭାଜପା ଆହ୍ବାନର କୌଣସି ଆବଶ୍ୟକତା ନାହିଁ । ଡ. ଫାରୁକ ଅବଦୁଲ୍ଲା କହିଛନ୍ତି ରାମ ସମସ୍ତଙ୍କର ଏବଂ ଯଦି ଗୋଟିଏ ଦଳ ପ୍ରଭୁ ରାମଙ୍କର ମାଲିକ ହେବାକୁ ଚେଷ୍ଟା କରୁଛନ୍ତି, ତେବେ ସେମାନେ ଶ୍ରୀରାମଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରୁଛନ୍ତି। ଭାଜପା ଭଗବାନ ଶ୍ରୀରାମଙ୍କ ମାଲିକ ପାଲଟିବାକୁ ଚାହୁଁଛି । ଏହା ସମ୍ପୂର୍ଣ୍ଣ ଅନ୍ୟାୟ ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri