Posted inଜାତୀୟ

ଏପ୍ରିଲ ୬-୧୪ ତାରିଖ ଯାଏ ସାମାଜିକ ନ୍ୟାୟ ସପ୍ତାହ ପାଳନ କରିବ ଭାଜପା

ନୂଆଦିଲ୍ଲୀ,୪।୪: ଆଗାମୀ ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଦେଇଛି। ଇତି ମଧ୍ୟରେ ଭାଜପା ଅନୁସୂଚିତ ଜାତି ଭୋଟରଙ୍କ ନିକଟରେ ପହଞ୍ଚିବାକୁ ଏପ୍ରିଲ ୬ ରୁ ୧୪ ତାରିଖ ପର୍ଯ୍ୟନ୍ତ ସାମାଜିକ ନ୍ୟାୟ ସପ୍ତାହ ପାଳନ କରିବ। ଏନେଇ ଭାଜପା ରାଷ୍ଟୀୟ ମହାମନ୍ତ୍ରୀ ଦୁଷ୍ୟନ୍ତ ଗୌତମ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୬ ଭାଜପାର ପ୍ରତିଷ୍ଠା ଦିବସ। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀ ଦଳର କର୍ମୀଙ୍କୁ ସମ୍ବୋଧିତ କରିବେ। ଏଥିସହ ସମସ୍ତ ଭାଜପା କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri