ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ ପ୍ରାର୍ଥୀ ଘୋଷଣା କରି ସାରିଥିବାବେଳେ ତାଙ୍କ ବଦଳରେ ପର୍ଶୁରାମ ଧଡାଙ୍କୁ ପ୍ରାର୍ଥୀ କରିପାରେ । ରାଜୁ ଦାସଙ୍କୁ ସୋର ବଦଳରେ ବାସୁଦେବପୁର ଆସନରେ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି।

୨୦୦୯ରେ ଭାଜପା ଟିକେଟରେ ପ୍ରାର୍ଥୀ ହୋଇ ପର୍ଶୁରାମ ଧଡା ମାତ୍ର ୩୬୦ ଭୋଟରେ ପରାସ୍ତ ହୋଇଥିଲେ । ଏହାପରେ ପଦ୍ମ ଛାଡି ଶଙ୍ଖ ଫୁଙ୍ଖିଥିଲେ । ୨୦୧୪ ଓ ୨୦୧୯ରେ ବିଜେଡି ପ୍ରାର୍ଥୀ ହୋଇ ଦୁଇ ଥର ବିଧାୟକ ହୋଇଥିଲେ । ତେବେ ଏଥର ବିଜେଡି ଟିକେଟ ନ ଦେବାରୁ ପୁଣି ଘରକୁ ବାହୁଡିଛନ୍ତି । ଆଉ ଏହି ପ୍ରତ୍ୟାବର୍ତନ ପରେ ଦଳ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ଜୋର ଧରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri