ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଏତିକି ଆସନରେ ଲଢ଼ିବ ଭାଜପା, ଜାଣନ୍ତୁ ଅନ୍ୟ କେଉଁ ଦଳ କେତୋଟି ଆସନରେ ଲଢ଼ିବେ…

ରାଞ୍ଚି,୧୮ା୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଏନ୍‌ଡିଏ ମଧ୍ୟରେ ଆସନ ବଣ୍ଟନ ଘୋଷଣା କରାଯାଇଛି। ଶୁକ୍ରବାର ଭାଜପା ଏବଂ ଏଜେୟୁ ରାଞ୍ଚିରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ ବଣ୍ଟନ ନେଇ ଘୋଷଣା କରିଛନ୍ତି। ଝାଡ଼ଖଣ୍ଡର ଏନ୍‌ଡିଏ ମଧ୍ୟରେ ଭାଜପା ୬୮ଟି ଆସନରେ ଲଢ଼ିବାକୁ ଥିବା ବେଳେ ଏଜେଏସ୍‌ୟୁ ୧୦ଟି ଆସନରେ, ଜେଡିୟୁ ୨ଟିରେ ଏବଂ ଏଲ୍‌ଜିପି(ରାମବିଳାସ ପାର୍ଟି) ଗୋଟିଏ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ।

ନିର୍ବାଚନ ପାଇଁ ଆସନ ବଣ୍ଟନ ପାଇଁ ଭାଜପା ନିଷ୍ପତ୍ତି ନେଇଛି। ଭାଜପାର ନିର୍ବାଚନ ଦାୟିତ୍ୱରେ ଥିବା ଶିବରାଜ ସିଂ ଚୌହାନ ଏବଂ ସହ-ଦାୟିତ୍ୱରେ ଥିବା ହିମନ୍ତ ବିଶ୍ୱଶର୍ମା ରାଞ୍ଚିରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?