ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା: ଶାହାଙ୍କ ଭବିଷ୍ୟବାଣୀ

ଚାନ୍ଦବାଲି,୨୮।୫: ୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ୭୫ରୁ ଅଧିକ ସିଟ ଜିତି ଡବଲ ଇଂଜିନ ସରକାର କରିବ ଭାଜପା। ୪ ଜୁନ୍‌ରେ ରେଜଲ୍ଟ ଆସିବ, ନବୀନ ବାବୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବନିଯିବେ
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ଭକ୍ତ ହିଁ ହେବ। ୨୫ ବର୍ଷ ପରେ ଓଡ଼ିଶାକୁ ଓଡ଼ିଆ ଲେଖାପଢ଼ା ମୁଖ୍ୟମନ୍ତ୍ରୀ ମିଳିବ।
ଶାହା ଆହୁରି ମଧ୍ୟ କହିଛନ୍ତି, ଏ ନିର୍ବାଚନ ଓଡ଼ିଆ ଅସ୍ମିତା, ଭାଷା, କଳା, ସ୍ବାଭିମାନର ନିର୍ବାଚନ। ଜଣେ ତାମିଲବାବୁ ପରଦା ପଛରେ ରହି ଶାସନ କରିବେ କି? ଭାଜପାକୁ ଭୋଟ ଦିଅନ୍ତୁ, ଆପଣଙ୍କ ଜନସେବକ ଏଠି ଶାସନ କରିବେ। ୬ ପର୍ଯ୍ୟାୟ ସରିଲାଣି, ୫ ପର୍ଯ୍ୟାୟ ରିପୋର୍ଟ ଅଛି । ୫ ପର୍ଯ୍ୟାୟରେ ମୋଦିଜୀ ୩୧୦ ସିଟ ଜିତି ସାରିଲେଣି ସପ୍ତମ ପର୍ଯ୍ୟାୟ ଶେଷ ସୁଦ୍ଧା ୪୦୦ ପାର୍‌ କରିବାକୁ ପଡ଼ିବ। ଓଡ଼ିଶାରେ ବି ମୋଦିଙ୍କ ସରକାର ବନାଇବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri