Posted inଜାତୀୟ

ରାଜସ୍ଥାନ-ମଧ୍ୟପ୍ରଦେଶ-ଛତିଶଗଡ଼ରେ ସରକାର ଗଠନ କରିବ ଭାଜପା:ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ…

ଚିତ୍ରକୂଟ,୩୦।୯ : ପୁଣିଥରେ ଚିତ୍ରକୂଟର ତୁଳସୀ ପୀଠାଧିଶ୍ୱର ପଦ୍ମବିଭୂଷଣ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ଭବିଷ୍ୟବାଣୀ କରିଛନ୍ତି। ଏଥର ୩ଟି ରାଜ୍ୟ ପାଇଁ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କ ପକ୍ଷରୁ ଭବିଷ୍ୟବାଣୀ କରାଯାଇଛି। ମଧ୍ୟପ୍ରଦେଶର ରାଜସ୍ଥାନ, ଛତିଶଗଡ ପାଇଁ ସେ କହିଛନ୍ତି ଏଥର ଭାଜପା ସରକାର ଏସବୁ ରାଜ୍ୟରେ ଗଠନ ହେବ। ସେ କହିଛନ୍ତି ଯେଉଁମାନେ ହିନ୍ଦୁ ଧର୍ମ ସହିତ ଅଛନ୍ତି, ସେମାନଙ୍କ ପ୍ରତି ମୋର ଆଶୀର୍ବାଦ ଅଛି ।
ଯେତେବେଳେ ତାମିଲନାଡୁର ମନ୍ତ୍ରୀ ଉଦୟନିଧି ସନାତନ ଧର୍ମ ବିରୋଧରେ ଆପତ୍ତିଜନକ କଥା କହିଥିଲେ, କୌଣସି ଦଳର ନେତା ଏହାକୁ ବିରୋଧ କରିନାହାଁନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ବିରୋଧ କରିଥିଲେ। ଯେଉଁମାନେ ହିନ୍ଦୁ ଧର୍ମ ବିଷୟରେ ଅନୁପଯୁକ୍ତ ଭାବରେ କଥା ହୁଅନ୍ତି, ସେମାନଙ୍କର ଶେଷ ନିଶ୍ଚିତ।
ଏହା ରାମଭଦ୍ରାଚାର୍ଯ୍ୟଙ୍କ ପ୍ରଥମ ଭବିଷ୍ୟବାଣୀ ନୁହେଁ। ସେ ଭାରତର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପାଇଁ ଏହି ଭବିଷ୍ୟବାଣୀ କରିଥିଲେ। ଏହା ପରେ ସେ ରାଷ୍ଟ୍ରପତି ହୋଇଥିଲେ।

ୟୁପିରେ ହେବାକୁ ଥିବା ୨୦୨୦ ବିଧାନସଭା ନିର୍ବାଚନରେ ଯୋଗୀ ଆଦିତ୍ୟନାଥଙ୍କ ପାଇଁ ମଧ୍ୟ ଜଗଦଗୁରୁ ଭବିଷ୍ୟବାଣୀ କରିଥିଲେ, ଆଦିତ୍ୟନାଥ ପୁଣିଥରେ ସିଏମ ହେବେ। ନିକଟରେ ଚନ୍ଦ୍ରାୟନ-୩ ଭବିଷ୍ୟବାଣୀ ସହିତ ସେ ଆଗାମୀ ୨୦୨୪ ଲୋକସଭା ନିର୍ବାଚନରେ ତୃତୀୟ ଥର ପାଇଁ ମୋଦି ପ୍ରଧାନମନ୍ତ୍ରୀ ହେବେ ବୋଲି ମଧ୍ୟ ଭବିଷ୍ୟବାଣୀ କରିଛନ୍ତି।

ଗୁରୁ ରାମଭଦ୍ରାଚାର୍ଯ୍ୟ ଚିତ୍ରକୂଟରେ ତୁଲସୀ ପୀଠ ପ୍ରତିଷ୍ଠା କରିଥିଲେ। ସେ ୨ ମାସ ବୟସରୁ ବୃଷ୍ଟି ବାଧିତ ହୋଇଯାଇଛନ୍ତି। ସେ ରାମକଥାର ପ୍ରବଚନକାରୀ ଭାବରେ ବହୁତ ଲୋକପ୍ରିୟ। ରାମଭଦ୍ରାଚାର୍ଯ୍ୟ ୨୨ ଟି ଭାଷାରେ ଜ୍ଞାନ ଅର୍ଜନ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସେ ୮୦ ଟି ଲେଖା ରଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri