Posted inଜାତୀୟ

ୟୁପିରେ ଦୁଇ ତୃତୀୟାଂଶ ଭୋଟ ପାଇ ସରକାର ଗଢିବ ଭାଜପା: ଶାହ

ବୁଲନ୍ଦସର,୩ ।୨: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର କହିଛନ୍ତି ଯେ ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ସରକାର ଗଠନ କରିବ । ଦଳ ଦୁଇ ତୃତୀୟାଂଶ ଭୋଟ ସହ ସଂଖ୍ୟାଗରିଷ୍ଠତା ପାଇ ଶାସନ ଡୋର ହାତକୁ ନେବ ବୋଲି ସେ କହିଛନ୍ତି । ଗୁରୁବାର ଉତ୍ତରପ୍ରଦେଶ ବୁଲନ୍ଦସରରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବରରେ ସେ ଏହା କହିଛନ୍ତି । ଶାହ ଆହୁରି ମଧ୍ୟ କହିଛନ୍ତି, ମୁଁ ନିଶ୍ଚିତ ଯେ ଉତ୍ତର ପ୍ରଦେଶରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାଜପା ପୁଣିଥରେ ବିଜୟୀ ହେବ ଓ ଯୋଗୀ ଆଦିତ୍ୟନାଥ ପୁଣିଥରେ ମୁଖ୍ୟମନ୍ତ୍ରୀ ହୋଇ ରାଜ୍ୟକୁ ଶାସନ କରିବେ ।
ଶାହା ଆହୁରି କହିଛନ୍ତି ଉତ୍ତର ପ୍ରଦେଶର ମାଫିଆ ମାନେ ଜେଲରେ ଥିବେ କିମ୍ବା ରାଜ୍ୟ ଛାଡି ଚାଲିଯାଇଥିବେ । ନଚେତ୍ ସମାଜବାଦୀ ପାର୍ଟି ତ୍ପ୍ରାର୍ଥି ତାଲିକାରେ ସେମାନଙ୍କ ନାମ ଥିବ । ଗତ ୫ ବର୍ଷର ଭାଜପା ଶାସନ ପରେ ରାଜ୍ୟରେ ମାଫିଆ ନାହାନ୍ତି କହିଲେ ଚଳେ । ଏବେ ରାଜ୍ୟରେ ମାଆ ଭଉଣୀମାନେ ସହରରେ ନିଜକୁ ସୁରକ୍ଷିତ ଭାବୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri