Posted inଜାତୀୟ

ୟୁପିର ସବୁ ଆସନରେ ଭାଜପା ହାରିବ: ଅଖିଳେଶ

ଲକ୍ଷ୍ନୌ,୨୩।୧ : ୨୦୨୪ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସମସ୍ତ ୮୦ ଆସନରେ ଭାଜପା ନିଶ୍ଚୟ ପରାଜୟର ସ୍ବାଦ ଚାଖିବ ବୋଲି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ରବିବାର କହିଛନ୍ତି। ଉତ୍ତରପ୍ରଦେଶକୁ ଆଗାମୀ ୫୦ ବର୍ଷ ଯାଏ ଭାଜପା ଶାସନ କରିବ ବୋଲି ଏହାର ନେତା ଦାବି କରିଥିଲେ। ଏବେ ସେମାନଙ୍କର ଦିନ ଗଣିବା ସମୟ ଆସିଯାଇଛି।

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଉତ୍ତରପ୍ରଦେଶର ଦୁଇଟି ମେଡିକାଲ କଲେଜକୁ ଆସିଲେ, ତାଙ୍କ ଦଳ କେତେ ଆସନରେ ଜିତିବ ତାହା ସେ ବୁଝିପାରିବେ ବୋଲି ଅଖିଳେଶ କହିଛନ୍ତି। ହାଜତରେ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ସହାୟତା ଏବଂ ପରିବାରରୁ ଜଣକୁ ଚାକିରି ଦେବା ଲାଗି ଲକ୍ଷ୍ନୌରେ ଚାଲିଥିବା ଭାଜପା ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତାବ ଗୃହୀତ କରାଇବାକୁ ଅଖିଳେଶ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଜ୍‌ମା ଥେରାପିରୁ ସୁଫଳ ମିଳୁନି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୨୪ା୧୦: କରୋନା ରୋଗୀଙ୍କ ଲାଗି ପ୍ଲାଜ୍‌ମା ଥେରାପି ବିଶେଷ ଫଳପ୍ରଦ ହେବ ବୋଲି କୁହାଯାଇଥିବାବେଳେ ଏହାର କୌଣସି ସୁଫଳ ମିଳୁ ନ ଥିବା ଇଣ୍ଡିଆନ୍‌...

ଭୋଟ ଦେବାକୁ ଶତାବ୍ଦୀ ଏକ୍ସପ୍ରେସ୍‌ରେ କର୍ନାଲ ଗଲେ ମନୋହର ଲାଲ୍‌ ଖଟ୍ଟର: ସାଇକେଲରେ ମତଦାନ କେନ୍ଦ୍ରରେ ପହଞ୍ଚିଲେ

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସୋମବାର ସକାଳ ୭ଟାଠାରୁ ମତଦାନ ଜାରି ରହିଛି। କର୍ନାଲରେ ଭୋଟ ଦେବା ଲାଗି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର...

ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍‌ଲକ୍‌ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ...

ରାଜପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୧: ସାରା ଦେଶ ଉତ୍ସାହ ଓ ଉଦ୍ଦିପନା ସହ ପାଳନ କରୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ...

ଏଲ୍‌ଓସି ନିକଟରେ ଗ୍ରେନେଡ୍‌ ବିସ୍ଫୋରଣ, ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ୍‌…

ଶ୍ରୀନଗର,୧୮।୭ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ମେଣ୍ଢର ସେକ୍ଟରରେ ଏଲଓସି ନିକଟରେ ଯବାନମାନେ ଡ୍ୟୁଟି କରୁଥିବା ସମୟରେ ହଠାତ୍‌ ଏକ ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି...

ହସ୍ପିଟାଲ ବାହାରେ ମୃତଦେହ ଲମ୍ବା ଲାଇନ୍‌: ଭାଜପା ନେତା ଛାଡିଲେ ଭିଡିଓ

ରାୟପୁର,୧୩।୪: ଛତିଶଗଡରେ କରୋନା ଅସମ୍ଭାଳ ସ୍ଥିତିରେ ପହଞ୍ଚିଛି। ଏଠାରେ କରୋନା ସଂକ୍ରମଣ ବୃଦ୍ଧି ଚିନ୍ତାଜନକ ରହିଛି। ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ପରିସ୍ଥିତି ଏପରି...

ଫାରୁକ୍‌ଙ୍କ ଗିରଫ ହେବା ନେଇ ଶାହଙ୍କୁ ପ୍ରଶ୍ନ କଲେ ସିବଲ୍‌

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ଗିରଫ ନେଇ କଂଗ୍ରେସ ବରିଷ୍ଠ ସଦସ୍ୟ କପିଲ୍‌ ସିବଲ୍‌ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ମଙ୍ଗଳବାର ଟୁଇଟ୍‌...

ଭାରତରେ ପ୍ରଥମ କରୋନା ଭାଇରସ ସଂକ୍ରମିତଙ୍କ ମୃତ୍ୟୁ!

କୋଚି,୧।୩: ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ଚିହ୍ନଟ ବହୁ ପୂର୍ବରୁ କରାଯାଇଛି। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ୩୬ ବର୍ଷ ଯୁବକଙ୍କ ଏର୍ନାକୁଲମ ସରକାରୀ...

Advertisement
Archives

Model This Week