Posted inଜାତୀୟ

‘୩୫୦ ଆସନ ଜିତିବ ଭାଜପା’

ଲକ୍ଷ୍ନୌ,୨୦।୯: ରାଜ୍ୟବାସୀ, ସଂଗଠନ ଓ ସରକାରଙ୍କ ମିଳିତ ଉଦ୍ୟମ ଜାତୀୟ ସ୍ତରରେ ୟୁପି ପ୍ରତି ଲୋକଙ୍କ ଚିନ୍ତାଧାରରେ ପରିବର୍ତ୍ତନ ଆଣିଛି। ଆମ ସରକାରଙ୍କ ଉପରେ ଲୋକଙ୍କ ଭରସା ବୃଦ୍ଧି ପାଇଛି। ଏହି ବିଶ୍ୱାସ ସୁନିଶ୍ଚିତ କରୁଛି ଯେ, ୨୦୨୨ ବିଧାନସଭା ନିର୍ବାଚନରେ ଭାଜପା ୩୫୦ ଆସନ ଜିତି ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିବ। ଚଳିତ ଭାଜପା ଶାସନର ସାଢ଼େ ୪ ବର୍ଷ ପୂରଣ ଅବସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏଭଳି ଆତ୍ମବିଶ୍ୱାସ ସହ କହିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ।

”ପୂର୍ବରୁ ମୁଖ୍ୟମନ୍ତ୍ରୀମାନେ ସେମାନଙ୍କ ବାଙ୍ଗଲୋ ନିର୍ମାଣ କରିବା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। କିନ୍ତୁ ନୂଆ ଭାରତର ନୂଆ ଉତ୍ତରପ୍ରଦେଶ ୪୨ ଲକ୍ଷ ଗରିବ ଲୋକଙ୍କ ପାଇଁ ପକ୍କା ଘର ନିର୍ମାଣ କରିଛି। ୨୦୧୭ ପୂର୍ବରୁ ଏହି ରାଜ୍ୟରେ ଅପରାଧୀ ଓ ମାଫିଆମାନେ ଭୟର ବାତାବରଣ ସୃଷ୍ଟି କରୁଥିଲେ। ଦୁଇ ତିନି ଦିନକୁ ଥରେ ସାମ୍ପ୍ରଦାୟିକ ଦଙ୍ଗା ହେଉଥିଲା। ମାତ୍ର ଏବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି“ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଗାମୀ ବର୍ଷ ଫେବୃୟାରୀରେ ୟୁପିରେ ବିଧାନସଭା ନିର୍ବାଚନ ହେବାର ଅଛି। ୨୦୧୭ ନିର୍ବାଚନରେ ମୋଟ ୪୦୩ ଆସନରେ ଭାଜପାର ୩୨୫ ବିଧାୟକ ଜିତିଥିଲେ। ସମାଜବାଦୀ ପାର୍ଟି (ସପା)କୁ ୫୪, ବହୁଜନ ସମାନବାଦୀ ପାର୍ଟି (ବିଏସ୍‌ପି)କୁ ୧୯ ଆସନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri