ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୫: ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଓଡିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବୁ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପର୍ଯ୍ୟନ୍ତ ୨୮୩ଟି ଆସନରେ ଭୋଟ ଗ୍ରହଣ ହୋଇଛି। ଶାହା ଦାବି କରିଛନ୍ତି ଯେ, ଏପର୍ଯ୍ୟନ୍ତ ହୋଇଥିବା ଭୋଟରେ ଭାଜପା ୧୯୦ ଲୋକ ସଭା ଆସନ ଜିତିବ।
ଆମେ ଓଡିଶାରେ ସରକାର ଗଠନ କରିବାକୁ ଯାଉଛୁ। ଆମେ ଓଡିଶାରେ ୧୭ଟି ଲୋକ ସଭା ଆସନ ଜିତିବୁ ଏବଂ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହିତ ଓଡିଶାରେ ସରକାର ଗଠନ କରିବୁ। ଖରାପ ପ୍ରଶାସନ ଯୋଗୁ ଓଡିଶାର ଲୋକମାନେ ଅସୁବିଧାରେ ପଡ଼ିଛନ୍ତି। ଲୋକଙ୍କୁ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବାକୁ ବାରଣ କରାଯାଇଛି। ସେଥିପାଇଁ ଜନସାଧାରଣ ଏଥର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଓଡିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାଜପାରୁ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଓମର ଅବଦୁଲ୍ଲାଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ଆମେରିକୀୟ ରାଷ୍ଟ୍ରଦୂତ, ଜମ୍ମୁ-କାଶ୍ମୀର….

ନୂଆଦିଲ୍ଲୀ, ୧୯।୮: ଭାରତରେ ଆମେରିକାର ରାଜଦୂତ ସର୍ଗିଓ ଗୋର୍ ବୁଧବାର ଜମ୍ମୁ-କଶ୍ମୀରକୁ ନେଇ ଭାରତର ଆଭିମୁଖ୍ୟ ସହ ସମାନ ମତ ରଖିଛନ୍ତି । ସେ ଜମ୍ମୁ-କଶ୍ମୀରକୁ ଭାରତର…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

ସାବଧାନ ଆସୁଛି ନିୟମ! ସରକାରୀ ଚାକିରିଆଙ୍କ କଟିବ ୨୦% ଦରମା

ନୂଆଦିଲ୍ଲୀ, ୧୯।୮: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି ଯେ, ଆଇନଗତ ଭାବେ ବିବାହ ବିଚ୍ଛେଦ (ଡିଭୋର୍ସ) ନନେଇ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଅନ୍ୟ…

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri