‘ଉପନିର୍ବାଚନରେ ଭାଜପା ଜିତିବ’

ପୁରୀ ଅଫିସ, ୮ା୧୦: ଭାଜପାର ନୂଆ ରାଷ୍ଟ୍ରୀୟ ମୁଖପାତ୍ର ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କୁ ସିଂହଦ୍ୱାର ପାଖରେ ପୁରୀ ଜିଲା ଭାଜପାର ନେତୃତ୍ୱମାନେ ଖଣ୍ଡୁଆ ଓ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ସେ ଅରୁଣ ସ୍ତମ୍ଭ ନିକଟରେ ଦୀପ ଜାଳି ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଥିଲେ। ଏହାପରେ ଏମ୍‌ପି ଷଡ଼ଙ୍ଗୀ ଗଣମାଧ୍ୟମରେ ନିଜ ପ୍ରତିକ୍ରିୟା ରଖିଥିଲେ। ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସେ ଧନ୍ୟବାଦ ଜଣାଇଥିଲେ। ଆଗାମୀ ଦିନରେ ନିଜ କାର୍ଯ୍ୟ ଭଲ ଭାବେ ସମ୍ପାଦନ କରିବା ଲାଗି ମହାପ୍ରଭୁଙ୍କ ଆଶିର୍ବାଦ ଭିକ୍ଷା କରିଛନ୍ତି। ଆଗାମୀ ଦୁଇଟି ଉପନିର୍ବାଚନରେ ଭାଜପା ନିଶ୍ଚିତ ଜିତିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ ଧରପଗଡ଼, ଜରିମାନା ଆଦାୟ

ବୁଗୁଡା,୧୬।୭ (ଡି.ଏନ୍‌.ଏ.): ବୁଗୁଡା ଏନ୍‌ଏସିରେ ପ୍ରଶାସନ ପକ୍ଷରୁ ଶନିବାର ପଲିଥିନ ଧରପଗଡ଼ କରାଯାଇଥିଲା। ଏନ୍‌ଏସି କାର୍ଯ୍ୟ ନିବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାସଙ୍କ ନିର୍ଦ୍ଦେଶ କ୍ରମେ...

ବିଦ୍ୟୁତ୍‌ ବିଲ୍‌ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ୍‌,୨୧।୧: ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍‌ ପଇଠ...

ଜନବସତିରେ ମାତାଲ ହାତୀଙ୍କ ଉତ୍ପାତ

ପାଟଣା,୧୦ା୧୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ବୁଲୁଥିବା ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଜନବସତିମୁହଁା ହୋଇଛନ୍ତି। ଗତ ମଙ୍ଗଳବାର ଅପରାହ୍ନରେ ହାତୀ ମାତାଲ ହୋଇ କାଜୁ ଜଙ୍ଗଲରେ...

ପୁଣି ଖନନ ହେବ ମହାନଦୀ ମୁହାଣ: ଉପକୃତ ହେବେ ୫୦ ହଜାର ମତ୍ସ୍ୟଜୀବୀ

ପାରାଦୀପ,୧୧ା୧୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ଓ ମତ୍ସ୍ୟ ଶିଳ୍ପର ଦୁଃଖ ବୋଲି କୁହାଯାଉଥିବା ମହାନଦୀ ମୁହାଣ ଅଞ୍ଚଳକୁ ପୁଣି ଥରେ ଖନନ କରାଯିବ। ଏହାକୁ ପାରାଦୀପ...

ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

ଧର୍ମଶାଳା,୨୧|୬(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫକରି ଚଣ୍ଡିଖୋଲ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ...

ଶିଶୁ ସୁରକ୍ଷା କାର୍ଯ୍ୟକ୍ରମର ସମୀକ୍ଷାସୁରକ୍ଷା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାମ କରିବା

ନୂଆପଡା ଅଫିସ,୩ା୮ ଜଣେ ସୁରକ୍ଷିତ ଶିଶୁ ହିଁ ଦେଶର ଉଜ୍ୱଳ ଭବିଷ୍ୟତ । ଶିଶୁଙ୍କୁ ଉପଯୁକ୍ତ ସୁରକ୍ଷା ଦେବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ...

୨୦ ପଇସାରେ ଗଡ଼ିବ ୧ କି.ମି.

ଢେଙ୍କାନାଳ ଅଫିସ, ୩।୭: ମାତ୍ର ୨୦ ପଇସା ଖର୍ଚ୍ଚ କଲେ ବାଇକ୍‌ ଗଡ଼ିବ ୧ କିଲୋମିଟର। ନା ପକାଇବାକୁ ପଡ଼ିବ ପେଟ୍ରୋଲ ନା ରହିବ ପ୍ରଦୂଷଣ ଚିନ୍ତା।...

ସ୍ବାସ୍ଥ୍ୟ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଫୁଲବାଣୀ ଅଫିସ,୧୬ା୧୨-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଏମ୍‌ପି ଡା. ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ବିଭିନ୍ନ ଉଦ୍‌ଘାଟନ ଏବଂ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା...

Advertisement
Archives

Model This Week