Posted inଜାତୀୟ

୨୦୨୪ ନିର୍ବାଚନରେ ଭାଜପା ୩୫୦ରୁ ଅଧିକ ଆସନ ଜିତିବ: ଚୌବେ…

ମୁମ୍ବାଇ,୧୭।୪ : କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଦାବି କରିଛନ୍ତି ଯେ ନରେନ୍ଦ୍ର ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହେବେ। ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ୩୫୦ରୁ ଅଧିକ ଲୋକସଭା ଆସନ ଜିତିବ। ଏହା ସହିତ ସେ ଝାଡଖଣ୍ଡ ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।

ମିଳିତ ଦୁର୍ନୀତିଗ୍ରସ୍ତ ନେତାମାନେ ଦେଶର ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି। ସେମାନେ ଜାଣନ୍ତି ନାହିଁ ଲୋକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅଛନ୍ତି। ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସରକାରଙ୍କ ଅଧୀନରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଥିବା ଅଭିଯୋଗ କରି ସେ କହିଛନ୍ତି, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଛି। ଏହା ସହିତ ବେକାରୀ ମଧ୍ୟ ବୃଦ୍ଧି ପାଇଛି।

ଝାଡଖଣ୍ଡ ସରକାର ଜନ ବିରୋଧୀ। ରାଜ୍ୟରେ ପାଞ୍ଚ ହଜାରରୁ ଅଧିକ ବଳାତ୍କାର ମାମଲା ରୁଜୁ ହୋଇଛି। ସେହିପରି ୫,୨୫୮ ଲୋକଙ୍କୁ ହତ୍ୟା କରାଯାଇଛି। ହାତୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ଅଳ୍ପ ପରିମାଣର କ୍ଷତିପୂରଣ ଦେଇଥିବାରୁ ସେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଝାଡଖଣ୍ଡରେ ମାତ୍ର ୪ ଲକ୍ଷ ଟଙ୍କା ଦିଆଯାଇଥିବାବେଳେ କର୍ନାଟକରେ ଏହା ୧୫ ଲକ୍ଷ ଟଙ୍କା ରହିଛି। ଆମେ ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛୁ ,ଏହି ପରିମାଣକୁ ଅତି କମରେ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରନ୍ତୁ। ମାତ୍ର ସରକାର ଆମ କଥା ଶୁଣୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri