Posted inଜାତୀୟ

ଆସନ୍ତା ନିର୍ବାଚନରେ ୪୦୦ରୁ ଅଧିକ ଆସନ ଜିତିବ ଭାଜପା,କହିଲେ କଂଗ୍ରେସ ନେତା ଶାମ ପିଟ୍ରୋଡା

ନୂଆଦିଲ୍ଲୀ,୨୮।୧୨: ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ଉପରେ ଉଦବେଗ ପ୍ରକାଶ କରି କଂଗ୍ରେସ ନେତା ସାମ ପିଟ୍ରୋଡା ଗୁରୁବାର କହିଛନ୍ତି ଯେ ଯଦି ଇଭିଏମ ସମ୍ବନ୍ଧୀୟ ସମସ୍ୟାର ସମାଧାନ ନହୁଏ ତେବେ ୨୦୨୪ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ୪୦୦ରୁ ଅଧିକ ଆସନରେ ଜିତିପାରିବ। ‘ପିଟିଆଇ-ଭିଡିଓ’କୁ ଦେଇଥିବା ଏକ ସାକ୍ଷାତକାରରେ ପିଟ୍ରୋଡା କହିଛନ୍ତି ଯେ ନିର୍ବାଚନ ଭାରତର ଭାଗ୍ୟ ସ୍ଥିର କରିବ।

ନିର୍ବାଚନ ଆୟୋଗ ସବୁବେଳେ ଇଭିଏମ ସମ୍ପର୍କରେ ଥିବା ଆଶଙ୍କାକୁ ଖାରଜ କରିଦେଇଛନ୍ତି, କିନ୍ତୁ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳର ନେତାମାନେ ଇଭିଏମକୁ ଟାମ୍ପରିଂ କରୁଥିବା ଅଭିଯୋଗ କରିଛନ୍ତି। କଂଗ୍ରେସର ଅନେକ ଲୋକ ମଧ୍ୟ ଦାବି କରିଛନ୍ତି ଯେ ସେମାନେ ଏହି ଯନ୍ତ୍ରଗୁଡ଼ିକ ଉପରେ ବିଶ୍ୱାସ କରନ୍ତି। ଯେଉଁଥିରେ ନିକଟରେ ହୋଇଥିବା ବିଧାନସଭା ନିର୍ବାଚନରେ ଦଳର ପରାଜୟ ପରେ କିଛି ଦଳର ନେତା ଏହା କହିଛନ୍ତି।

ତେବେ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳ ଶତପ୍ରତିଶତ ‘ଭୋଟର ଭେରିଫାଏବଲ ପେପର ଅଡିଟ ଟ୍ରେଲ’ (ଭିଭିପିଏଟି) ଦାବି କରିଆସୁଛନ୍ତି ଏବଂ ସ୍ଲିପଗୁଡ଼ିକୁ ବାକ୍ସରେ ରଖିବା ପରିବର୍ତ୍ତେ ଭୋଟରଙ୍କୁ ଦିଆଯିବା ଉଚିତ ବୋଲି ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri