ଏହି ରାଜ୍ୟରେ ଭାଜପାର ହ୍ୟାଟ୍ରିକ୍‌ ବିଜୟ, ସମସ୍ତ ଆସନରେ ବିଜୟୀ

ନୂଆଦିଲ୍ଲୀ,୫ା୬: ଉତ୍ତରାଖଣ୍ଡର ସମସ୍ତ ୫ଟି ଆସନରେ ବିଜୟ ହାସଲ କରିଛି ଭାଜପା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଯୋଡ଼ି ଉତ୍ତରାଖଣ୍ଡରେ ଏକ ପ୍ରକାର ଯାଦୁ କରିଛି। ୨୦୨୪ ଲୋକସଭା ନିର୍ବାଚନ ଜିତି ହ୍ୟାଟ୍ରିକ୍‌ ହାସଲ କରିଛି। ୨୦୧୪ ଏବଂ ୨୦୧୯ରେ ଦଳ ଏହି ରାଜ୍ୟର ସମସ୍ତ ୫ଟି ଆସନ ଜିତିଥିଲା। ପଡ଼ୋଶୀ ରାଜ୍ୟ ଉତ୍ତରାଖଣ୍ଡରେ ଦଳକୁ ଝଟ୍‌କା ଲାଗିଥିଲେ ବି ଉତ୍ତରାଖଣ୍ଡରେ ଦଳ ତୃତୟ ଥର ପାଇଁ ଭଲ ପ୍ରଦର୍ଶନ କରିଛି। ମୁଖ୍ୟମନ୍ତ୍ରୀ ଧାମିଙ୍କ ନେତୃତ଼୍ବରେ ଭାଜପା ୫ ସିଟ୍‌କୁ ବହୁମତ ସହିତ ନିଜ କବଜାରେ ରଖିବାକୁ ସକ୍ଷମ ହୋଇଛି। ଧାମି ଲୋକସଭା ନିର୍ବାଚନ ପାଇଁ ରାଜ୍ୟରେ ୧୦୯ଟି ସଭାରେ ପ୍ରଚାର କରିଥିଲେ। ଏଥିସହିତ ସାରା ଦେଶର ୯୫ଟି ସ୍ଥାନରେ ପ୍ରଚାର କରିଛନ୍ତି।

ସୂଚନା ଥାଉକି, ଉତ୍ତର ପ୍ରଦେଶରେ ଭାଜପା ନେତୃତ଼୍ବାଧୀନ ଏନ୍‌ଡିଏ ୩୬ ସିଟ୍‌ ଏବଂ ସପା-କଂଗ୍ରେସ ମେଣ୍ଟ ୪୩ ସିଟ୍‌ ଜିତିଛି । ଅନ୍ୟପଟେ ବସପାକୁ ଏକା ନିର୍ବାଚନ ଲଢ଼ିବା ମହଙ୍ଗା ପଡ଼ିଛି। ଫଳରେ ୟୁପିରେ ଖତା ଖୋଲିପାରିନି ବସପା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri