Posted inଜାତୀୟ

ନାଣ୍ଡେଡ୍‌ ଲୋକ ସଭା ଆସନ ହାତେଇଲା ଭାଜପା

ଓ୍ବାୟନାଡ୍‌,୨୩ା୧୧: ମହାରାଷ୍ଟ୍ରର ନାଣ୍ଡେଡ୍‌ ଲୋକ ସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସନ୍ତୁକରାଓ ମାରୋତରାଓ ହମ୍ବାର୍ଡେ ବିଜୟୀ ହୋଇଛନ୍ତି। ସେଠାରୁ ନିର୍ବାଚିତ ହୋଇଥିବା ଚଭନ ବସନ୍ତରାଓ ବଲଓ୍ବନ୍ତରାଓଙ୍କ ଦେହାନ୍ତ ପରେ ଉକ୍ତ ଆସନରେ ଉପନିର୍ବାଚନର ଆବଶ୍ୟକ ପଡ଼ିଥିଲା। ଉପନିର୍ବାଚନରେ ମୋଟ ୨୩ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri