Posted inଜାତୀୟ

ଏକ ଭାଇରାଲ ଭିଡିଓ ଦ୍ୱାରା ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଜିତିଥିଲା ଭାଜପା, ଏନଡିଏ ସାଂସଦଙ୍କୁ ଏପରି କହିଲେ ମୋଦି

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ପଶ୍ଚିମ ୟୁପି, ବ୍ରିଜ ଏବଂ କାନପୁର-ବୁନ୍ଦେଲଖଣ୍ଡ ଅଞ୍ଚଳର ୪୫ ଏନଡିଏ ସାଂସଦଙ୍କ ସହ ବୈଠକ କରିଛନ୍ତି। ବୈଠକରେ ମୋଦି ସମସ୍ତ ସାଂସଦଙ୍କୁ ସିଧାସଳଖ ଭାବେ ଜନତାଙ୍କ ସହ ଯୋଡି ହେବାକୁ ପରାମର୍ଶ ଦେଇଛନ୍ତି। ତେବେ ଏହାରି ଭିତରେ ମୋଦି ଏକ ଭାଇରାଲ ଭିଡିଓ କଥା ଉଠାଇଛନ୍ତି। ଭିଡିଓ ଯୋଗୁ ଏନଡିଏ ଉତ୍ତରାଖଣ୍ଡ ନିର୍ବାଚନ ଜିତିଥିଲା ବୋଲି ମୋଦି କହିଛନ୍ତି।

ସୂଚନାଯୋଗ୍ୟ, ମୋଦି ସେହି ସମୟରେ ଭାଇରାଲ ହୋଇଥିବା ଭିଡିଓ ସଂପର୍କରେ ଉଲ୍ଲେଖ କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ ମହିଳା କିଛି କହୁଥିବାର ଦେଖାଯାଇଛି। ମହିଳା ଜଣକ କହିଥିଲେ, ମୋ ନିଜ ପୁଅ ମୋର ଯତ୍ନ ନେଉ ନାହିଁ, କିନ୍ତୁ ମୋର ଦିଲ୍ଲୀରେ ଗୋଟିଏ ପୁଅ ଅଛି ଯିଏ ମୋର ଯତ୍ନ ନେଉଛି। ତେବେ ଏହି ଭିଡିଓ ବିଷୟରେ କହି ମୋଦୀ କହିଛନ୍ତି, ଉତ୍ତରାଖଣ୍ଡ ବିଧାନସଭା ର୍ନିବାଚନରେ ଜିତିବାରେ ଏହି ଭିଡିଓ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri