ବଲାଙ୍ଗୀର ଅଫିସ, ୧୩।୨: ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ବଲାଙ୍ଗୀର ସହର ଗାନ୍ଧୀନଗରପଡା ୨୬ ନମ୍ବର ଜାତୀୟ ରାଜପଥର ବଲାଙ୍ଗୀର-ସମ୍ବଲପୁର ରୋଡକୁ ଭାଜପା ପକ୍ଷରୁ ୩ ଘଣ୍ଟା ବନ୍ଦକରାଯାଇଛି। ସକାଳ ୧୦ ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ହୋଇଥିଲା । ଏହି ୩ ଘଣ୍ଟା ଆନ୍ଦୋଳନରେ ଯାହା ରାଜସ୍ବ କ୍ଷତି ହେବ ଏଥିପାଇଁ ରାଜ୍ୟ ସରକାର ଦାୟୀ ହେବେ ବୋଲି ଦଳ ପକ୍ଷରୁ କୁହାଯାଇଛି । ଭାଜପା ନେତ୍ରୀ ପଙ୍କଜିନି ପଣ୍ଡାଙ୍କ ନେତୃତ୍ୱରେ ଗାନ୍ଧୀନଗର ପଡାଛକଠାରେ ଭାଜପା କର୍ମୀମାନେ ଉପସ୍ଥିତ ରହି ରାସ୍ତାରୋକ କରି ପ୍ରତିବାଦ କରିଛନ୍ତି। ଏହା ଫଳରେ ଯାନବାହାନ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଥିବା ବେଳେ ସାଧାରଣ ଲୋକେ ଅସୁବିଧାର ସମୁଖୀନ ହୋଇଥିଲେ।
Posted inHome, Home Left, ଆମ ଜିଲା ଖବର, ବଲାଙ୍ଗୀର View All
ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ
ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…
ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!
ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…
ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…
ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…
ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…
ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ
କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…
ହଠାତ୍ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…
ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…
କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ
ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…
କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…
Archives

