Posted inଜାତୀୟ

ପ୍ରଚାର ବେଳେ ପ୍ରିୟଙ୍କାଙ୍କ କାର୍‌କୁ ଘେରିଲେ ଭାଜପା କର୍ମୀ

ନୂଆଦିଲ୍ଲୀ,୬।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ୪ ଦିନ ବାକି ଥିବା ବେଳେ ଶାସକ ଭାଜପା ସହ ବିରୋଧୀ ସମାଜବାଦୀ ପାର୍ଟି ଓ କଂଗ୍ରେସ ପକ୍ଷରୁ ଜୋରଦାର ପ୍ରଚାର ଜାରି ରହିଛି। ଅଲିଗଡ଼ଠାରେ ପ୍ରଚାର ବେଳେ କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଜପା କର୍ମୀଙ୍କ ଏକ ଗୋଷ୍ଠୀ ସହ ମୁହଁାମୁହିଁ ହୋଇଥିଲେ। ପ୍ରିୟଙ୍କାଙ୍କ ଗାଡ଼ି ଚାରି ଆଡ଼ୁ ଘେରି ରଖିଥିବା ଭାଜପା କର୍ମୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସପକ୍ଷରେ ସ୍ଲୋଗାନ ଦେଇଥିଲେ। ଏହି ଘଟଣା ଭିଡିଓ ଭାଇରାଲ ହେବାରେ ଲାଗିଛି।

ଭିଡିଓରେ କାରକୁ ଚାରି ଆଡ଼ୁ ଘେରି ରଖିଥିବା ଭାଜପା କର୍ମୀମାନେ ମୋଦି ଓ ଯୋଗୀଙ୍କ ସପକ୍ଷରେ ସ୍ଲୋଗାନ ଦେଉଥିବା ବେଳେ ପ୍ରିୟଙ୍କା ସେମାନଙ୍କୁ କଂଗ୍ରେସର ଯୁବ ମେନିଫେଷ୍ଟୋ ‘ଭାରତି ବିଧାନ’ ବାଣ୍ଟୁ ଥିବା ଦେଖିବାକୁ ମିଳୁଛି। ଭାଜପା କର୍ମୀଙ୍କୁ ମେନିଫେଷ୍ଟୋ ପଢ଼ିବାକୁ କହିଥିଲେ ପ୍ରିୟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଲାଗୁ ହେବ ନାହିଁ ଏନ୍‌ଆରସି

ପାଟନା,୨୫।୨: ବିହାର ବିଧାନସଭାରେ ଏନ୍‌ପିଆର ଓ ଏନ୍‌ଆରସିକୁ ନେଇ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାସ୍‌ ହୋଇଛି। ମଙ୍ଗଳବାର ଗୃହରେ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ଲାଗୁ ନ...

ପୁଣି ଉପର ମୁହାଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୭।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିବା ପରେ ଏହା ପୁଣି ଉପର ମୁହାଁ...

୪ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୧୨।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ଟ୍ରଷ୍ଟରୁ ବାଦ୍‌ ପଡ଼ିବାରୁ ନୃତ୍ୟଗୋପାଳ କ୍ଷୁବ୍ଧ

ଅଯୋଧ୍ୟା,୮ା୨(ପି.ଟି.): ରାମ ଜନ୍ମଭୂମି ନ୍ୟାସ ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ନବଗଠିତ ରାମମନ୍ଦିର ଟ୍ରଷ୍ଟରୁ ବାଦ୍‌ ପଡ଼ିବା ପରେ କ୍ଷୁବ୍ଧ ହୋଇଛନ୍ତି। ତାଙ୍କୁ ମନାଇବା ପାଇଁ...

ରାମମନ୍ଦିର ନିର୍ମାଣରେ ଖର୍ଚ୍ଚ ହେବ ଶହେ କୋଟି

ନୂଆଦିଲ୍ଲୀ,୧୦।୧୧: ଐତିହାସିକ ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପରେ ଏବେ ମନ୍ଦିର ନିର୍ମାଣ ନେଇ ଯୋଜନା ଆରମ୍ଭ ହୋଇଛି। ୧୨୮ଫୁଟ ଉଚ୍ଚା ମନ୍ଦିର ନିର୍ମାଣରେ...

କୃଷି ଆଇନ ନ ହଟିବା ପଛରେ ଅଦୃଶ୍ୟ ଶକ୍ତି: ସଞ୍ଜୟ ରାଉତ

ନୂଆଦିଲ୍ଲୀ, ୨୬/୧: କୃଷି ଆଇନକୁ ବିରୋଧ କରି ଅନ୍ନଦାତାଙ୍କ ପକ୍ଷରୁ ଦିଲ୍ଲୀରେ ଟ୍ରାକ୍ଟର ରାଲି ସମୟରେ ସ୍ଥିତି ଅଣାୟତ ହୋଇଛି। ଆନ୍ଦୋଳନକାରୀ ଲାଲ୍‌ କିଲ୍ଲାରେ ଜାତୀୟ...

ମାତୃତ୍ୱ ଯୋଜନାର ଲାଭ ଉଠାଇବା ପାଇଁ ମୃତ ଶିଶୁ ବଦଳରେ ଅଟା ପିଣ୍ଡୁଳାକୁ ନେଇ ହସ୍ପିଟାଲ ଗଲେ ମହିଳା

ଭୋପାଳ,୨୪।୮: ସରକାରୀ ଯୋଜନାର ଲାଭ ଉଠାଇବା ପାଇଁ ୩ଜଣ ମହିଳା ନିଜର ମାତୃତ୍ୱ ଭାବନାକୁ ବି ବଳି ପକାଇବାକୁ ପଛଘୁଞ୍ଚା ଦେଇନାହାନ୍ତି। ମା’ ହେବା ଜଣେ...

୭୫୦୦ତମ ଜନଔଷଧି କେନ୍ଦ୍ର ଲୋକାର୍ପିତ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫୦୦ତମ ଜନଔଷଧି କେନ୍ଦ୍ରକୁ ରବିବାର ଲୋକାର୍ପିତ କରିଛନ୍ତି। ଏହି କେନ୍ଦ୍ର ମେଘାଳୟର ଶିଲଂର ନର୍ଥ ଇଷ୍ଟର୍ନ ଇନ୍ଦିରା ଗାନ୍ଧୀ...

Advertisement
Archives

Model This Week