Posted inଜାତୀୟ

ଇଭିଏମ୍‌ରେ ପଦ୍ମଫୁଲ ତଳେ ଭାଜପା ଲେଖାଯାଇଥିବା ଅଭିଯୋଗ ଆଣିଲା ବିରୋଧି

ନୂଆଦିଲ୍ଲୀ,୨୮।୪: ଇଭିଏମ୍‌ରେ ଭାରତୀୟ ଜନତା ପାର୍ଟି ଚିହ୍ନ ପଦ୍ମତଳେ ଭାଜପା ଲେଖାଯାଇଥିବା ଅଭିଯୋଗ ଆଣିଥିଲେ ବିରୋଧି। ଯାହାର ଏବେ ଜବାବ ରଖିଛନ୍ତି ନିର୍ବାଚନ କମିଶନ। ସେ କହିଛନ୍ତି ଇଭିଏମ୍‌ ୨୦୧୩ରେ ଅପ୍‌ଡେଟ୍‌ ହୋଇଥିବା ବେଳେ ଏଥିରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ତେଣୁ ଏହା ସେବେଠାରୁ ରହିଛି। ହେଲେ ଏହାକୁ ନେଇ କଂଗ୍ରେସ, ତ୍ରୁଣମୂଳ କଂଗ୍ରେସ ଓ ଅନ୍ୟ ନେତାମାନେ ଦାବି କରିଛନ୍ତି କି ଇଭିଏମ୍‌ ବଦଳା ଯାଉ ନଚେତ୍‌ ସବୁ ଚିହ୍ନ ତଳେ ଦଳର ନାମ ଉଲ୍ଲେଖ କରାଯାଉ। ସୂଚନାଯୋଗ୍ୟ, ଶନିବାର କଂଗ୍ରେସର ବରିଷ୍ଠ ନେତା ଅଭିଷେକ ମନୁ ସିଂଗଭି, ଅହମ୍ମଦ ପଟେଲ, ଟିଏମ୍‌ସି ନେତା ଦିନେଶ ତ୍ରିବେଦୀ ଆଦିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳ ଶନିବାର ମୁଖ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଏହି ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ଶିକ୍ଷକଙ୍କ ବିଦାୟ ସମୟରେ କାନ୍ଦିଲେ ଛାତ୍ରୀଛାତ୍ର

ନଓ୍ବାଡା,୨।୩: ସାଧାରଣତଃ ଅତି ନିଜ ବ୍ୟକ୍ତିଙ୍କ ବିଦାୟୀ ସମୟରେ ଆଖିରେ ଲୁହ ଆସିଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଜଣେ ଶିକ୍ଷକଙ୍କ ବିଦାୟି...

ମହମବତୀ କାରଖାନାରେ ଲାଗିଲା ନିଆଁ, ୭ଜଣଙ୍କ ଜୀବନଗଲା

ଗାଜିଆବାଦ୍‌, ୫।୭: ଉତ୍ତରପ୍ରଦେଶର ଗାଜିଆବାଦ ଜିଲା ମୋଦିନଗର ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖଶାରେ ଭୀଷଣ ନିଆଁ ଲାଗିଯାଇଛି। ଫଲରେ ୭ଜଣ ଜୀବନ୍ତଦଗ୍ଧ ହୋଇଥିବାବେଳେ...

ହରତାଳରେ ବସିଲେ ୫ ଲକ୍ଷ ଡାକ୍ତର: ରୋଗୀ ସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ,୧୭।୬: ସାରା ଦେଶରେ ଡାକ୍ତର ଆନ୍ଦୋଳନ ଜୋର ଧରିଛି। ପଶ୍ଚିମବଙ୍ଗରୁ ଆରମ୍ଭ ହୋଇ ଏହା ସାରା ବ୍ୟାପିଛି। ସୋମବାର ପ୍ରାୟ ୫ ଲକ୍ଷ ଡାକ୍ତର ହରତାଳରେ...

ମାଲ୍ୟାଙ୍କୁ ଶେଷ ସୁଯୋଗ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୨: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଅଦାଲତରେ ହାଜର ହୋଇ ପକ୍ଷ ରଖିବାକୁ ସୁପ୍ରିମକୋର୍ଟ ଗୁରୁବାର ଶେଷ ସୁଯୋଗ ଦେଇଛନ୍ତି। ଫେବୃୟାରୀ ୨୪ରେ ସର୍ବୋଚ୍ଚ ଅଦାଲତ...

ସୀମାରେ ଯାଞ୍ଚ୍‌ କଡ଼ାକଡ଼ି, ବିମାନ ବନ୍ଦରରେ ହାଇ ଆଲର୍ଟ: କରୋନା ମୁକାବିଲା ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କୁ ମଧ୍ୟ କରୋନା ଭୟ ଘାରିଛି। ତେବେ ସରକାର ସୁରକ୍ଷା...

ଆକ୍ସନ ମୁଡରେ ମୁଖ୍ୟମନ୍ତ୍ରୀ ଯୋଗୀ, ୟୁପିରେ ଏବେ ପର୍ଯ୍ୟନ୍ତ ୨୨୫ ଗିରଫ, ୯ ଜିଲାରେ ୧୩ ଏଫଆଇଆର

ଲକ୍ଷ୍ନୌ,୧୨ ।୬: ଶୁକ୍ରବାରର ନମାଜ ପରେ ଉତ୍ତର ପ୍ରଦେଶ ସମେତ ଦେଶର ୩ ରାଜ୍ୟରେ ହିଂସା ବ୍ୟାପିବାରେ ଲାଗିଛି । ଏହାକୁ ଦେଖି ସରକାର ଆଲର୍ଟ...

ପ୍ରଧାନମନ୍ତ୍ରୀ କରିଛନ୍ତି ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ: କଂଗ୍ରେସର ଅଭିଯୋଗ…

ଅହମଦାବାଦ,୫।୧୨ : ଗୁଜରାଟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ କରିଛି।...

ସେନା ସାଜିଲା ଦେବଦୂତ

ଜମ୍ମୁ-କଶ୍ମୀର,୧୯।୮: ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁରେ ପ୍ରାୟ ସମସ୍ତ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ ଏଥିରେ ଭାରତୀୟ ବାୟୁସେନାର ସାହସିକତା କାର୍ଯ୍ୟ...

Advertisement
Archives

Model This Week