ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର

ଦେବଗଡ଼, ୭ା୧୨(ଡ଼ି.ଏନ୍‌.ଏ.) – ଦେବଗଡ଼ରେ ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ନଗର ସଭାପତି ଦିବ୍ୟଶଙ୍କର ଖୁଣ୍ଟିଆଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଯୋଗଦେଇ ଆନୁଷ୍ଠାନିକ ଭାବେ ଶିବିରକୁ ଉଦ୍‌ଘାଟନ କରିଥିଲେ। ସେହିପରି ପ୍ରଶିକ୍ଷକ ଭାବେ ଭାଜପା ଜିଲା ସଭାପତି ମୀନକେତନ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ ସାହୁ, ଯୁବନେତା ସୁଧିର କୁମାର ବ୍ରହ୍ମା, ରମଣୀ ଆଚାର୍ଯ୍ୟ, ଚନ୍ଦ୍ର ମହାପାତ୍ର, ସନ୍ତୋଷ ଭୂତିଆ, ରାଜେନ୍ଦ୍ର ଆଚାର୍ଯ୍ୟଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ। ବୈଠକରେ ବନ୍ଦେମାତରମ୍‌ରୁ ଆରମ୍ଭ ହୋଇ ଜାତୀୟ ସଙ୍ଗୀତ ଗାନ କରାଯାଇ ସମାପନ ହୋଇଥିଲା ା ଶେଷରେ ସଂଘର ଅନ୍ୟ ସଦସ୍ୟ ଅନନ୍ତ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର

ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ...

ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..

ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri