ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର

ଦେବଗଡ଼, ୭ା୧୨(ଡ଼ି.ଏନ୍‌.ଏ.) – ଦେବଗଡ଼ରେ ଭାଜପା ଯୁବ ମୋର୍ଚ୍ଚାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ନଗର ସଭାପତି ଦିବ୍ୟଶଙ୍କର ଖୁଣ୍ଟିଆଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଯୋଗଦେଇ ଆନୁଷ୍ଠାନିକ ଭାବେ ଶିବିରକୁ ଉଦ୍‌ଘାଟନ କରିଥିଲେ। ସେହିପରି ପ୍ରଶିକ୍ଷକ ଭାବେ ଭାଜପା ଜିଲା ସଭାପତି ମୀନକେତନ ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ ସାହୁ, ଯୁବନେତା ସୁଧିର କୁମାର ବ୍ରହ୍ମା, ରମଣୀ ଆଚାର୍ଯ୍ୟ, ଚନ୍ଦ୍ର ମହାପାତ୍ର, ସନ୍ତୋଷ ଭୂତିଆ, ରାଜେନ୍ଦ୍ର ଆଚାର୍ଯ୍ୟଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ। ବୈଠକରେ ବନ୍ଦେମାତରମ୍‌ରୁ ଆରମ୍ଭ ହୋଇ ଜାତୀୟ ସଙ୍ଗୀତ ଗାନ କରାଯାଇ ସମାପନ ହୋଇଥିଲା ା ଶେଷରେ ସଂଘର ଅନ୍ୟ ସଦସ୍ୟ ଅନନ୍ତ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?