ବିଧାୟକ ପ୍ରତିନିଧି ଭାବେ ମନୋନୀତ ହେବା ପରେ କଲେ ବଡ଼ ଘୋଷଣା

ଗଞ୍ଜାମ, ୧୯।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଗଞ୍ଜାମ ଏନଏସି ପ୍ରତିନିଧି ହୋଇଛନ୍ତି ଭାଜପା ଯୁବ ଛାତ୍ର ନେତା ରାନୁ ବୈଠାରୁ। ବିଧାୟକଙ୍କ ପ୍ରତିନିଧି ମନୋନୀତ ହେବା ପରେ ଗଞ୍ଜାମ ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆଙ୍କୁ ଭେଟିଥିଲେ।ଏନେଇ ଛାତ୍ର ନେତା ରାନୁ ବିଧାୟକ ନାୟକଙ୍କ ସମେତ ଏମପି ପ୍ରଦୀପ ପାଣିଗ୍ରାହୀ, ଭାଜପା ଜିଲା ସଭାପତି ସରୋଜ ସାବତଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏଥିସହ ବିଧାୟକଙ୍କ ହାତ ମୁଠାକୁ ଟାଣ କରିବା ସଙ୍ଗେ ସଙ୍ଗେ ସହର ଉନ୍ନତି କରଣ ପାଇଁ ଚେଷ୍ଟା କରିବେ ବୋଲି ସୂଚନା ମିଳିଛି। ଏହା ସହିତ ସହରର ସମସ୍ତ ଯୁବକ ମାନଙ୍କୁ ନେଇ ଦଳୀୟ ସଂଗଠନକୁ ସୁଦୃଢ କରିବା ସହ ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରିବି ବୋଲି ବିଧାୟକ ପ୍ରତିନିଧି ରାନୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri