Posted inଜାତୀୟ

ହାଥରସରେ ଭାଜପା ନେତାଙ୍କୁ ହତ୍ୟା

ହାଥରସ,୨୧।୨: ଭାରତୀୟ ଜନତା ପାର୍ଟି ଯୁବା ମୋର୍ଚ୍ଚାର ହାଥରସ ଜିଲାର ସାଧାରଣ ସମ୍ପାଦକ କ୍ରିଷ୍ଣା ଯାଦବଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏଭଳି ଘଟଣା ରବିବାର ଘଟିଛି ଉତ୍ତରପ୍ରଦେଶର ହାଥରସ ଅଞ୍ଚଳରେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପିସ୍ତଲ ଓ ଏକ ଖାଲି କାଟ୍ରିଜ ଜବତ କରିଛି।

“କ୍ରିଷ୍ଣାଙ୍କୁ ଗୁଳି କରାଯାଇଥିବା ଖବର ମିଳିଥିଲା। ଘଟଣାସ୍ଥଳରେ ପହଞ୍ଚିବା ପରେ ରକ୍ତ ଜୁଡୁବୁଡୁ ମୃତଦେହ ଓ ଏକ ପିସ୍ତଲ ମିଳିଥିଲା। ତାଙ୍କୁ ଅଲିଗଡ଼ ସ୍ଥିତ ଟ୍ରମା ସେଣ୍ଟର ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତଦନ୍ତ ଜାରି ରହିଛି” ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରୁରୀକାଳିନ ସ୍ଥିତି ପାଇଁ ପ୍ରସ୍ତୁତ ହୁଅ

ନୂଆଦିଲ୍ଲୀ,୧୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ଜିନତ ଧୂଆଁର ବଳୟ ଦିନକୁ ଦିନ ଅଧିକରୁ ଅଧିକ ଘନ ହେବାରେ ଲାଗିଛି। ତାପମାତ୍ର ଖସୁ ଥିବାରୁ ସ୍ଥିତି ଆହୁରି...

ମଲ୍ଲିକାର୍ଜୁନଙ୍କ ଉପରେ ୧୦୦ କୋଟିର ମାନହାନୀ ମାମଲା

ନୂଆଦିଲ୍ଲୀ,୧୫।୫: ବଜରଙ୍ଗ ଦଳକୁ ନେଇ ଦେଇଥିବା ବୟାନ ଆଧାରରେ ଏବେ ଅଡୁଆରେ ଫସିବାକୁ ଯାଉଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ। ଖାର୍ଗେଙ୍କୁ ବଜରଙ୍ଗ ଦଳକୁ ମାନହାନୀ...

୫୦ ବର୍ଷରେ ପଦାର୍ପଣ କଲେ ରାହୁଲ ଗାନ୍ଧୀ, ଜନ୍ମଦିନ ପାଳିବେନି

ନୂଆଦିଲ୍ଲୀ,୧୯।୬ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଜୁନ୍‌ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ରାହୁଲ। ଚାଇନା...

ପଞ୍ଜାବୀ ସିଙ୍ଗର ହତ୍ୟା ଘଟଣାକୁ ନେଇ ଆସୁଛି ନୂଆ ତଥ୍ୟ, ପ୍ରଥମେ ଗ୍ୟାଙ୍କଷ୍ଟର ଶାହାରୁଖଙ୍କୁ ଦିଆଯାଇଥିଲା ସୁପାରି

ନୂଆଦିଲ୍ଲୀ,୩୦ ।୫: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣାକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଦିଲ୍ଲୀ ପୋଲିସ କିଛିଦିନ ତଳେ ୨...

ପ୍ରତିବାଦ ବେଳେ ରାସ୍ତା ଅବରୋଧ ମନା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୪: ଧାରଣା ପ୍ରଦର୍ଶନ ସମୟରେ ରାସ୍ତା ଜାମ୍‌ ଯୋଗୁ ଲୋକଙ୍କୁ ହେଉଥିବା ସମସ୍ୟାକୁ ନେଇ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଏବ ବଡ଼...

ରେଳଷ୍ଟେଶନ ବିଲ୍ଡିଂ ଭୁଶୁଡ଼ି ୫ ଆହତ

କୋଲକାତା,୫।୧: ପଶ୍ଚିମବଙ୍ଗର ବଦ୍ଧର୍ର୍ମାନ ରେଳଷ୍ଟେଶନ ସମ୍ମୁଖ ଭାଗ ବିଲ୍ଡିଂ ଶନିବାର ରାତିରେ ଆଂଶିକ ଭୁଶୁଡ଼ି ପଡ଼ିବାରୁ ୫ ବ୍ୟକ୍ତି ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ନିକଟସ୍ଥ...

ସିଦ୍ଧୁଙ୍କୁ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୪।୫:ଖୁବ ଶୀଘ୍ର ପଞ୍ଜାବ କଂଗ୍ରେସର ପୂର୍ବତନ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ କଂଗ୍ରେସ ଦଳ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଚର୍ଚ୍ଚା ହେଉଛି।...

ବଳାତ୍କାର-ହତ୍ୟା ମାମଲାରେ ଦଣ୍ଡାଦେଶ ହେବ ନାହିଁ କୋହଳ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୨୭।୭ : ଚାରି ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡକୁ କୋହଳ କରିବା ଆବେଦନକୁ ସୁପ୍ରିମକୋର୍ଟ...

Advertisement
Archives

Model This Week