ରାମ ମନ୍ଦିର ଛକରେ ଭଜପା ଯୁବମୋର୍ଚ୍ଚାର ରାସ୍ତାରୋକ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୧୪।୧: କର୍ପୋରେଟର ଜୀବନ ରାଉତଙ୍କୁ ଗିରଫ ପ୍ରତିବାଦରେ ଭୁବନେଶ୍ୱର ରାମ ମନ୍ଦିର ଛକରେ ରାସ୍ତାରୋକ କରିଛି ଭଜପା ଯୁବମୋର୍ଚ୍ଚା। ରାସ୍ତାରୋକ ସହ ଭଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ରାଜଧାନୀର ଏକ ପ୍ରମୁଖ ସ୍ଥାନରେ ରାସ୍ତାରୋକ ଫଳରେ ସଂପୃକ୍ତ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ଶନିବାର ମଧ୍ୟ ଭାଜପା କର୍ପୋରେଟର ଅପରୂପ ନାରାୟଣ ରାଉତ ଓରଫ ଜୀବନଙ୍କୁ ଗିରଫକୁ ବିରୋଧ କରି ଭାଜପାର କାର୍ଯ୍ୟକର୍ରା ଓ କର୍ମୀ ସତ୍‌ସଙ୍ଗ ବିହାର ଛକ ନିକଟରେ ଜାତୀୟ ରାଜପଥ–୧୬କୁ ପ୍ରାୟ ୨ ଘଣ୍ଟା ଅବରୋଧ କରିଥିଲେ। ଫଳରେ ରାସ୍ତାର ଦୁଇ ପାର୍ଶ୍ଵରେ ଶହଶହ ଗାଡ଼ିମୋଟର ସହ ଆମ୍ବୁଲାନ୍ସ ଅଟକି ରହିଥିଲା।

ଭାଜପା କର୍ପୋରେଟରଙ୍କୁ ଗିରଫ ପୋଲିସ ଅମାନୁଷିକ ଭାବେ ମାଡ଼ ମାରିଥିବା ଅଭିଯୋଗ କରିଥିଲେ ସେମାନେ। ପରେ ଭାଜପା ପ୍ରତିନିଧ୍ୟ ମଣ୍ଡଳୀ ସହ ଅତିରିକ୍ତ ପୋଲିସ କମିଶନରଙ୍କ ଅଧ୍ଯକ୍ଷତାରେ ଏକ ଉଚ୍ଚସ୍ତରୀୟ ଆଲୋଚନା ହୋଇଥିଲା। ଜୀବନଙ୍କୁ ମାଡ଼ ମାରିଥିବା ପୋଲିସ ଅଧିକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଭାଜପା ପକ୍ଷରୁ ୪୮ ଘଣ୍ଟା ସମୟ ଦିଆଯାଇଥିଲା। ପ୍ରତିଶ୍ରୁତି ମିଳିବା ପରେ ରାସ୍ତା ଅବରୋଧ ହଟିବା ସହ ଜାତୀୟ ରାଜପଥରେ ଗାଡ଼ିମୋଟର ଚଳାଚଳ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri