Posted inଜାତୀୟ

ଭାଜପାର ବୁଲ୍‌ଡୋଜର ଘୃଣା-ଆତଙ୍କ ସୃଷ୍ଟି କରୁଛି : ରାହୁଲ…

ନୂଆଦିଲ୍ଲୀ, ୧୨।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରଙ୍କୁ ଦେଶରେ ଦରଦାମ୍‌ ବୃଦ୍ଧି ନେଇ ଘେରିବା ଆରମ୍ଭ କରିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅତ୍ୟାବଶ୍ୟକ ସାମଗ୍ରୀର ଅତ୍ୟଧିକ ଦର ଏବଂ ବେରୋଜଗାରି ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲୋକଙ୍କ ସମସ୍ୟା ଉପରେ ବୁଲ୍‌ଡୋଜର ଚଳାଇବାର ଆବଶ୍ୟକତା ରହିଛି। ମାତ୍ର ସରକାରଙ୍କ ବୁଲ୍‌ଡୋଜର କେବଳ ଲୋକଙ୍କ ମଧ୍ୟରେ ଘୃଣା ଏବଂ ଆତଙ୍କ ସୃଷ୍ଟି କରୁଛି ବୋଲି ରାହୁଲ ଅଭିଯୋଗ କରିଛନ୍ତି।

ରାମ ନବମୀରେ ମଧ୍ୟପ୍ରଦେଶ, ଗୁଜୁରାଟ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରେ ଘଟିଥିବା ହିଂସାକାଣ୍ଡ ପରେ ଏନେ ନେଇ ରାହୁଲ ଏଭଳି କହିଛନ୍ତି। ସରକାର ଏକ୍ଷେତ୍ରରେ କୌଣସି ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ ନକରି ନୀରବ ଦ୍ରଷ୍ଟା ସାଜିଛନ୍ତି। ମଧ୍ୟପ୍ରଦେଶର ଭାଜପା ସରକାର ଖରଗାଓଁ ଜିଲାରେ ଘଟିଥିବା ରାମନବମୀ ହିଂସାକାଣ୍ଡରେ କୌଣସି ପ୍ରତିଷେଧ ମୂଳକ ନିର୍ଦେଶ ଜାରି କରିବାରେ ପଛଘୁଞ୍ଚା ଦେଉଥିବା ସେ କହିଛନ୍ତି। ଏଠାରେ ବହୁ ଲୋକଙ୍କ ଘରେ ନିଆଁ ଲଗାଇ ଦିଆଯାଇଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ରାଜ୍ୟର ଭାଜପା ସରକାର ଏନେଇ କିଛି ବି କରି ନାହାନ୍ତି ବୋଲି ରାହୁଲ କହିଛନ୍ତିି।

ସୂଚନାଯୋଗ୍ୟ, ଏହି ଘଟଣାରେ ୭ ଜଣ ପୋଲିସଙ୍କ ସମେତ ୨୦ ଜଣ ଆହତ ହୋଇଥିଲେ। ସେହିରି ଗୁଜୁରାଟରେ ଜଣେ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଝାରଖଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri