ଧାନ ଉଠାଣ ଦାବିରେ ଭାଜପାର ଚକାଜାମ ଆନ୍ଦୋଳନ

ବରଗଡ଼ ଅଫିସ,୧୩।୨: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ତିନି ମାସ ବିତିଯାଇଛି। ମାତ୍ର ପଶ୍ଚିମ ଓଡ଼ିଶାର ବରଗଡ଼ ସମେତ ବିଭିନ୍ନ ଜିଲାରେ ଧାନ କିଣାବିକା ନେଇ ସମସ୍ୟା ତୁଟି ନାହିଁ। ବହୁସଂଖ୍ୟକ ଚାଷୀଙ୍କ ପାଖରେ ଲକ୍ଷ, ଲକ୍ଷ ବସ୍ତା ଧାନ ବିକ୍ରି ନ ହୋଇ ପଡିରହିଛି । ଅନ୍ୟପଟେ ଧାନ ବିକ୍ରି ନ ସରୁଣୁ ମଣ୍ଡିଗୁଡିକୁ ବନ୍ଦକରି ଦିଆଯାଇ ଥିବାବେଳେ ଚଷୀଙ୍କୁ ମିଳିଥିବା ଟୋକନ ଅବଧି ସରିଯାଇଛି। ଫଳରେ ଧାନ ବିକ୍ରି କରି ନ ପାରି ଚାଷୀମାନେ ନାନା ସମସ୍ୟାରେ ଛନ୍ଦି ହୋଇପଡିଛି। ଏହାର ପ୍ରତିବାଦରେ ଚଳିତ ସପ୍ତାହ ଆରମ୍ଭରୁ ବିଭିନ୍ନ ଚାଷୀ ସଂଗଠନ ଗୁଡ଼ିକ ଅମ୍ବାଭୋନା, ପଦ୍ମପୁର, ଝାରବନ୍ଧ ଆଦି ଅଞ୍ଚଳରେ ଆନ୍ଦୋଳନ ଜାରିରଖି ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଅଚଳକରି ଦେଇଥିବା ବେଳେ ଶନିବାର ଭାଜପା ତିନି ଘଣ୍ଟିଆ ଚକାଜାମ ଆନ୍ଦୋଳନକୁ ଓହ୍ଲାଇଥିଲା। ବରଗଡ଼ ଅମ୍ବାଭୋନା ସମେତ ଜିଲାର ବିଭିନ୍ନ ସ୍ଥାନରେ ଭାଜପା କର୍ମୀମାନେ ରାସ୍ତା ଅବରୋଧ କରିବା ଯୋଗୁ ଯାତାୟତ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri