Posted inଜାତୀୟ

ଦିନେଶ ଶର୍ମା ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ,୮ା୯: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ଉତ୍ତରପ୍ରଦେଶରୁ ଭାଜପା ପ୍ରାର୍ଥୀ ଭାବେ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୧୫ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ କେବଳ ଭାଜପା ନେତା ଦିନେଶ ପ୍ରାର୍ଥତ୍ପତ୍ର ଦାଖଲ କରିଥିବାରୁ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଛି। ପୂର୍ବତନ ଭାଜପା ଏମ୍‌ପି ହରଦ୍ୱାର ଦୁବେଙ୍କ ପରଲୋକ ପରେ ଉକ୍ତ ଆସନରେ ଉପନିର୍ବାଚନ ଜରୁରୀ ହୋଇଥିଲା। ଦିନେଶ ରାଜ୍ୟ ସଭା ସଦସ୍ୟ ଭାବେ ୨୦୨୬ ନଭେମ୍ବର ପର୍ଯ୍ୟନ୍ତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri