Posted inଜାତୀୟ

ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି: କେଜରିୱାଲଙ୍କ ବିପକ୍ଷରେ ଲଢ଼ିବେ….

ନୂଆଦିଲ୍ଲୀ,୪/୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ୨୯ ଜଣିଆ ଏହି ତାଲିକାରେ ଅରବିନ୍ଦ କେଜରିୱାଲ ଏବଂ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରାଯାଇଛି । ଭାଜପା ନୂଆଦିଲ୍ଲୀ ବିଧାନସଭା ଆସନରୁ ପରବେଶ ସାହିବ ସିଂ ବର୍ମା ଏବଂ କାଲକାଜୀ ଆସନରୁ ରମେଶ ବିଧୁରୀଙ୍କୁ ପ୍ରାର୍ଥୀ କରିଛି। ଉଭୟ ଯଥାକ୍ରମେ କେଜରିୱାଲ ଏବଂ ଅତିଶୀଙ୍କ ବିପକ୍ଷରେ ଲଢ଼ିବେ।ଏହାବ୍ୟତୀତ ଆପ୍ ବିରୋଧରେ ବିଦ୍ରୋହ କରି ଭାଜପାରେ ଯୋଗ ଦେଇଥିବା କୈଳାସ ଗେହଲୋଟଙ୍କୁ ବିଜୱାସନ ଆସନରୁ ପ୍ରାର୍ଥୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଏମିତି ଭୟଙ୍କର ଥିଲା ବିମାନ ଦୁର୍ଘଟଣାସ୍ଥଳ: ଅଜିତ ପାଓ୍ବାରଙ୍କୁ ଚିହ୍ନିବାରେ ସାହାଯ୍ୟ କଲା ତାଙ୍କ…

ମୁମ୍ବାଇ,୨୮ା୧: ବୁଧବାର ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ମୃତ୍ୟୁ ଘଟିଛି। ବିମାନରେ ଥିବା ସମସ୍ତ ୬ ଜଣ ଯାତ୍ରୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri