Posted inଜାତୀୟ

ଭାଜପାର ଚାନ୍ଦା ସଂଗ୍ରହ ଅଭିଯାନ

ନୂଆଦିଲ୍ଲୀ, ୨୬।୧୨(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀ ଅବସରରେ ଶନିବାର ଭାଜପା ପକ୍ଷରୁ ସ୍ବତନ୍ତ୍ର ମାଇକ୍ରୋ ଡୋନେଶନ ଅଭିଯାନ ଆରମ୍ଭ ହୋଇଛି। ସଭ୍ୟ ଓ ଅନ୍ୟମାନଙ୍କଠାରୁ ସ୍ବଳ୍ପ ଦାନ ସଂଗ୍ରହ ମାଧ୍ୟମରେ ଦଳୀୟ ପାଣ୍ଠି ବଢ଼ାଇବା ଏହାର ଲକ୍ଷ୍ୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ଭାଜପା ନେତା ଏହି ଅବସରରେ ଚାନ୍ଦା ଦେବା ସହ ଅନ୍ୟମାନଙ୍କୁ ଦାନ କରିବା ଲାଗି ଆହ୍ବାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭାଜପାକୁ ୧,୦୦୦ ଟଙ୍କା ଦାନ କରିଥିବା ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ କଳାପତାକା ଦେଖାଇଲେ ଛାତ୍ର

କୋଲକାତା,୨୩।୧୨: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଦବପୁର ବିଶ୍ୱବିଦ୍ୟାଳୟକୁ ଯାଇଥିବା ବେଳେ ତାଙ୍କୁ ଛାତ୍ରଙ୍କ ବିରୋଧର ସାମ୍ନା...

ସୁସ୍ଥତା ହାର ୯୮.୮୧ ପ୍ରତିଶତ, ଶହେ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ପଞ୍ଚଭୂତରେ ବିଲୀନ ହେଲେ ଭାରତ ରତ୍ନ

ନୂଆଦିଲ୍ଲୀ, ୧।୯: ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଦିଲ୍ଲୀର ଲୋଧି ରୋଡ ସ୍ଥିତ ଶ୍ମଶାନରେ ପ୍ରଣବଙ୍କ...

ଆମ ଦେଶ ପ୍ରେମର ଦେଶ, ଘୃଣାର ନୁହେଁ: ରାହୁଲ

ନୂଆଦିଲ୍ଲୀ,୧୯।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଜାରି ରହିଛି। ଏହି ଯାତ୍ରା ସୋମବାର ଦୌସାର ଅଲୱାର ଜିଲାରେ ପହଞ୍ଚିଛି। ଅଲୱାରରେ ଅନୁଷ୍ଠିତ ଏକ ସାଧାରଣ ସଭାରେ...

ପୁଣି ଫେରିବେ ଚାଷୀ ସଂଗଠନ, ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ…

ନୂଆଦିଲ୍ଲୀ, ୨୧।୮ : ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)ର ଗ୍ୟାରେଣ୍ଟି ସହିତ ଅନେକ ଦାବି ସହିତ ଚାଷୀ ସଂଗଠନ ପୁଣି ଥରେ ଦିଲ୍ଲୀ ଫେରିବାକୁ ଯୋଜନା...

କିଏ ହେବେ ପ୍ରଧାନ ବିଚାରପତି, ରମନାଙ୍କଠାରୁ ଉତ୍ତରାଧିକାରୀଙ୍କ ସୁପାରିଶ ମଗାଇଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୪।୮ : କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ ତାଙ୍କ ଉତ୍ତରାଧିକାରୀଙ୍କୁ ସୁପାରିଶ କରିବାକୁ ଭାରତର ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କୁ...

୮୩ ଦୁର୍ନୀତିଗ୍ରସ୍ତ ସରକାରୀ କର୍ମଚାରୀଙ୍କ ଅନୁସନ୍ଧାନ ପାଇଁ ସିବିଆଇ ଲୋଡିଛି ୩୮ ଥର ଅନୁମତି…

ନୂଆଦିଲ୍ଲୀ,୨୩।୨ : କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ମୋଟ ୮୩ କର୍ମଚାରୀଙ୍କ ବିରୋଧରେ ଦୁର୍ନୀତି ମାମଲାରେ ତଦନ୍ତ ଆରମ୍ଭ କରିବାକୁ ଅନୁମତି ପାଇଁ...

ଧରା ପଡ଼ିବା ଭୟ: ଜଳାଇଲେ ୫୦ କୋଟି ଟଙ୍କାର ନକଲି ଏନ୍‌ସିଇଆର୍‌ଟି ପୁସ୍ତକ

ମିରଟ, ୨୨।୮: ଉତ୍ତରପ୍ରଦେଶରେ ଅପରାଧୀ ଆଇନ ଶୃଙ୍ଖଳାକୁ ଆଉ ଭୟ କରୁ ନାହାଁନ୍ତି। ଅପରାଧ ଘଟାଇ ପ୍ରମାଣ ଲୁଚାଇବା ଏକ ନିତିଦିନିଆ ଘଟଣାରେ ପରିଣତ ହେବାରେ...

Advertisement
Archives

Model This Week