ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୪।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଗମ୍ଭୀର ଦିଲ୍ଲୀ ପୋଲିସରେ ଏନେଇ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କୁ ‘ଆଇଏସ କଶ୍ମୀର’ ପକ୍ଷରୁ ହତ୍ୟା ଧମକ ଦିଆଯାଇଛି। ଏହା ସହିତ ସେ ହତ୍ୟା ଧମକ ଦିଆଯାଇଥିବା ଏକ ଇ-ମେଲର ସ୍କ୍ରିନ୍‌ଶଟ୍‌ ମଧ୍ୟ ଶେୟାର କରିଛନ୍ତି। ଏହି ମେଲର ପ୍ରେରକଙ୍କ ନାମ ହେଉଛି ଆଇଏସ କଶ୍ମୀର। ଏହି ବିଷୟରେ ସୂଚନା ପାଇବା ମାତ୍ରେ ଆମେ ଏହି ଘଟଣାର ତଦନ୍ତ ଆରମ୍ଭ କରିଯାଇଛି। ସୁରକ୍ଷା ପାଇଁ ଗମ୍ଭୀରଙ୍କ ଘର ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି ବୋଲି ଡିସିପି କେନ୍ଦ୍ରୀୟ ଶ୍ୱେତା ଚୌହାନ କହିଛନ୍ତି।
ସୂଚନାଯୋଗ୍ୟ, କ୍ରିକେଟରରୁ ରାଜନେତା ପାଲଟିଥିବା ଗମ୍ଭୀର ଅନେକ ପ୍ରସଙ୍ଗରେ ସେ ନିଜର ମତ ପ୍ରକାଶ କରୁଥିବା ଦେଖିବାକୁ ମିଳିଛି। ଅତୀତରେ ମଧ୍ୟ ସେ ଅନେକ ଥର ଆତଙ୍କବାଦ ବିରୋଧରେ ମଧ୍ୟ ବିବୃତ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri