Posted inଜାତୀୟ

ହଲ୍ଲାବୋଲ ରାଲି ନେଇ ଭାଜପାର କଟାକ୍ଷ, ରାହୁଲ ରିଲଞ୍ଚିଂର ୫ମ ସିଜିନ୍‌…

ନୂଆଦିଲ୍ଲୀ, ୪।୯ :  ରାହୁଲ ଗାନ୍ଧୀଙ୍କ ଦ୍ୱାରା କଂଗ୍ରେସର ହଲ୍ଲାବୋଲ ରାଲି ନେଇ ଭାଜପା କଟାକ୍ଷ କରିଛି। ଗଣମାଧ୍ୟମକୁ ସମ୍ବୋଧିତ କରି ଭାଜପା ମୁଖପାତ୍ର ଶାହାଜାଦ ପୁନାୱାଲା ରବିବାର କହିଛନ୍ତି ଯେ ବିଫଳ ରକେଟର ବାରମ୍ବାର ଉତକ୍ଷେପଣ ଦ୍ୱାରା ନାସା ବୈଜ୍ଞାନିକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଦଳ ଏହାକୁ କିପରି ପରିଚାଳନା କରୁଛି ବୋଲି ସେମାନେ କଂଗ୍ରେସ ସହ ଯୋଗାଯୋଗ କରୁଛନ୍ତି।

ପୁନାୱାଲା କହିଛନ୍ତି ଯେ ହଲ୍ଲାବୋଲ ରାଲି ହେଉଛି ‘ରାହୁଲ ରିଲଞ୍ଚିଂ’ର ପଞ୍ଚମ ସିଜିନ। ପୂର୍ବରୁ ଚାରି ସିଜିନ୍‌ ଫ୍ଲପ ହୋଇଯାଇଛି । ଏହା ସହିତ ପୁନାୱାଲା ମମତା ବାନାର୍ଜୀ, କେସିଆର, ଅରବିନ୍ଦ କେଜରିୱାଲ ଏବଂ ନୀତୀଶ କୁମାରଙ୍କୁ ମଧ୍ୟ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ସମସ୍ତ ନେତା ଫିଲ୍ମ ‘ମେଁ ହୁଁ ନା’ ରେ କାମ କରୁଛନ୍ତି। ଏହି ନେତାଙ୍କ ଅବସ୍ଥା ଏକ ଡାଳିମ୍ବ ପାଞ୍ଚ ଜଣ ଅସୁସ୍ଥ( ଏକ ଅନାର ପାଞ୍ଚ୍‌ ବିମାର) ପରି ହୋଇଛି। କାରଣ ଭାରତରେ ଗୋଟିଏ ପ୍ରଧାନମନ୍ତ୍ରୀ ପଦବୀ ଥିବାବେଳେ ଏସବୁ ନେତାମାନେ ଆଶାୟୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri